ନାବାଳିକା ବଳାତ୍କାର, ହତ୍ୟା ମାମଲା: ସିନ୍‌ ରିକ୍ରେଶନ କଲେ ଅଭିଯୁକ୍ତ

ବରୀ,୧।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ୟାସୀପୁର ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସ ଗିରଫ ଅଭିଯୁକ୍ତଙ୍କ ରବିବାର ସିନ୍‌ ରିକ୍ରେଶନ କରାଇଛି। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ରାହୁଲ ପି ଆର୍‌ ଉପସ୍ଥିତ ରହି ମାମଲାର ତଦନ୍ତ କରିଥିଲେ। ମାମଲାରେ ଅଭିଯୁକ୍ତ ସୁବ୍ରତ ବେହେରାଙ୍କ ସହ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ ସେ ନେଇ ଅଧିକ ତଦନ୍ତ ଚାଲିଥିବା ଏସ୍‌ପି ରାହୁଲ କହିଛନ୍ତି। ଏନେଇ ତୁରନ୍ତ ରହସ୍ୟ ଉନ୍ମୋଚନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଗତ ଫେବୃୟାରୀ ୧୮ତାରିଖରେ ଜଣେ ନାବାଳିକଙ୍କ ମୃତଦେହ ଜବତ କରାଯାଇଥିଲା। ବରୀ ପୋଲିସ ପ୍ରଥମେ ଏକ ଅପମୃତ୍ୟୁ ମାମଲା(ନଂ.୩/୨୨) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ରିପୋର୍ଟରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଜଣାପଡିଥିଲା। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସୁବ୍ରତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ ନେଇ…

କେଜ୍ରିୱାଲଙ୍କୁ ହତ୍ୟା ଧମକ: ଲରେନ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ୭ କୋଟି ଟଙ୍କା ଦାବି

ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?