Advertisement

ଜଙ୍ଗଲ ରାସ୍ତାରୁ ନାବାଳକ ଉଦ୍ଧାର

ପରଜଙ୍ଗ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପୋଲିସ ସୋମବାର ସାରେ ଜଣେ ନାବାଳକଙ୍କୁ ଗଡ଼ପଳାଶୁଣୀ ନିକଟ କରଡାଖମଣ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଉଦ୍ଧାର କରିଛି। ସାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏହି ନାବାଳକଙ୍କୁ ଉଦ୍ଧାର କରାଯାଇଥିଲା। ସେ ତାଙ୍କ ପୂରା ଠିକଣା କହିପାରଛନ୍ତି। ମାତ୍ର ଓଡ଼ିଆରେ କଥା ହେଉଛନ୍ତି। ସେ ଦେଉଥିବା ତଥ୍ୟ ଅନୁଯାୟୀ ତାଙ୍କ ନାଁ ଟେରୁ, ପିତାଙ୍କ ନାଁ ବଟ, ମା’ଙ୍କ ନାଁ ସୁରଥୀ ଏବଂ ଘର କନଭର ବୋଲି କହୁଛନ୍ତି। ଏହାଛଡ଼ା ସେ ଆଉ କିଛି କହିପାରୁନାହାନ୍ତି। ତେବେ ଯଦି କେହି ତାଙ୍କ ବିଷୟରେ କିଛି ଜାଣିଥାନ୍ତି ପୋଲିସ ତଥ୍ୟ ଦେବାକୁ ପରଜଙ୍ଗ ଥାନା ଅଧିକାରୀ ସୌଭାଗ୍ୟ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି।...

ମନ ଛୁଇଁଲା ନୃତ୍ୟ, କମେଡି

ପାଲଲହଡ଼ା, ୮ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ଚାଲିଥିବା ମାଲ୍ୟଗିରି ମହୋତ୍ସବ-୨୦୨୦ର ଶନିବାର ଥିଲା ତୃତୀୟ ସନ୍ଧ୍ୟା। ଆୟୋଜିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ...

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ...

ବିପଦସଙ୍କୁଳ ଅବସ୍ଥାରେ ରହୁଛନ୍ତି ମୂକ ବଧିର ଛାତ୍ରୀଛାତ୍ର

ସୁନାବେଡ଼ା,୨ା୯(ସ୍ବ.ପ୍ର.):ସରକାର ଶାରୀରିକ ଓ ମାନସିକ ଅନଗ୍ରସରମାନଙ୍କ ବିକାଶ ଲାଗି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ସେଥିରୁ ଲାଭ ନେଉଛନ୍ତି କେତେଜଣ ପ୍ରଶାସନିକ ଅଧିକାରୀ ଓ ଠିକାଦାର୍‌...

ଗୋଟିଏ ପରିବାରର ୩ ଭାଇଙ୍କୁ କରୋନା: ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବୁଗୁଡ଼ା,୨୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଏ. କରଡ଼ାବାଡ଼ି ପଞ୍ଚାୟତ ଅନ୍ତର୍ଗତ ସୋରଡ଼ ଗ୍ରାମରେ ରବିବାରଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ଜିଲାପାଳ କ୍ଷମତା ପ୍ରଯୋଗ କରି...

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର...

ତହସିଲଦାରଙ୍କ ଘରେ ଭିଜିଲାନ୍ସ: ୮ ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼/ଲେଫ୍ରିପଡା ୨୧।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ବାସଭବନରେ...

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ...

Advertisement
Archives

Model This Week