ସ୍ବାମୀଙ୍କ ସହ ଭାଜପାରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର,୧୫।୪:ନିକଟରେ ବିଜେଡି ଛାଡିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟରେ ପଦ୍ମ ଧରିଛନ୍ତି। ବିଜେଡିରୁ ଟିକେଟ ନ ମିଳିବା ପରେ ସେ କିଛି ଦିନ ତଳେ ଦଳରୁ ଇସ୍ତଫା ଦେଇଥିଲେ।
୪ ଦିନ ତଳେ ଜ୍ୟୋତି ଏବଂ ତାଙ୍କ ସ୍ବାମୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ନିଜ ଇସ୍ତଫା ପତ୍ରରେ ଜ୍ୟୋତି ଲେଖିଥିଲେ, ବିଜେଡି ଆଉ ଆଗର ବିଜେଡି ହୋଇ ରହିନାହିଁ। ଲୋକଙ୍କ ସେବା ପାଇଁ ଆଗ ପରି ବିଜେଡିର ଏକତା କି ଗଣତାନ୍ତ୍ରିକ ମୂଲ୍ୟବୋଧ ନାହିଁ। ଦଳର ନେତାଙ୍କୁ ଭେଟି ବି ହେଉନାହିଁ। ତେଣୁ ଦଳ ଛାଡିବାକୁ ବାଧ୍ୟ ହେଉଛି।
ଜ୍ୟୋତି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ତାଙ୍କୁ ଟିକେଟ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri