Posted inଜାତୀୟ

ଅଧୀର ରଞ୍ଜନଙ୍କ ଉପରେ ବର୍ଷିଲେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୀରବ ମୋଦିଙ୍କ ସହ ତୁଳନା କରିବାକୁ ନେଇ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ଉପରେ ବର୍ଷିଛନ୍ତି।

ସିନ୍ଧିଆ କହିଛନ୍ତି, ଆଜି ମୁଁ ଆମ ଏନଡିଏ ମେଣ୍ଟ ଏବଂ ପିଏମ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି କି ସେ କହିବାକୁ ଅନୁମତି ଦେଇଛନ୍ତି। ଗଣତନ୍ତ୍ରର ମନ୍ଦିରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳୁଛି। ଯେଉଁମାନଙ୍କଠାରୁ ୧୪୦ କୋଟି ଲୋକ ପ୍ରେରଣା ନିଅନ୍ତି … ସେଠାରୁ ଏହା ସ୍ପଷ୍ଟ ଯେ ଏହି ଲୋକମାନେ ଦେଶ ପାଇଁ ଚିନ୍ତା ଅଛି ନା ପ୍ରଧାନମନ୍ତ୍ରୀଙ୍କ ପଦ ପାଇଁ ଚିନ୍ତା ଅଛି, ନା ରାଷ୍ଟ୍ରପତି ପଦ ପାଇଁ ମଧ୍ୟ ଚିନ୍ତା ଅଛି। ସେମାନେ କେବଳ ସେମାନଙ୍କର ସ୍ଥିତି ବିଷୟରେ ଚିନ୍ତିତ।

ସେ କହିଛନ୍ତି, ସଂସଦରେ ୨୦ର୍ଷ ବିତିଗଲାଣି କିନ୍ତୁ ଦୁଇ ଦଶନ୍ଧି ମଧ୍ୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିନାହିଁ। ସର୍ବୋଚ୍ଚ ପଦବୀରେ ବସିଥିବା ବ୍ୟକ୍ତିଙ୍କ ପାଇଁ କିପରି ଶବ୍ଦ ବ୍ୟବହୃତ ହୋଇଛି, ସେ ଦେଶର ଲୋକଙ୍କ ନିକଟରେ କ୍ଷମା ମାଗିବା ଉଚିତ୍‌। ନିକଟରେ ଅଧୀର ରଞ୍ଜନ କହିଥିଲେ ଯେ, ନୀରବ ମୋଦି ହଜାର କୋଟି ଲୁଟି ପଳାଇଛନ୍ତି, ହେଲେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ନୀରବ ମୋଦି ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?