ଦଶପଲ୍ଲାର ଜ୍ୟୋତିରଞ୍ଜନଙ୍କ ପ୍ରକଳ୍ପ ପ୍ରଥମ

ନୟାଗଡ଼ ଅଫିସ/ଦଶପଲ୍ଲା,୮।୨(ଡି.ଏନ.ଏ.): ଖାଦ୍ୟଶସ୍ୟ ମଧ୍ୟରେ ତୈଳର ଗୁଣବତ୍ତା ଓ ଉପତ୍ାଦନ ବୃଦ୍ଧି ପାଇଁ ଯୁକ୍ତରାଷ୍ଟ୍ର ଆମେରିକାର ଟେକ୍ସାସ ରାଜ୍ୟର ଗାଲଭଷ୍ଟନ ସହରରେ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହା ଚଳିତ ବର୍ଷ ଜାନୁୟାରୀ ୨୮ରୁ ଫେବୃୟାରୀ ୩ ପର୍ଯ୍ୟନ୍ତ ସେହି ସମ୍ମିଳନୀ ଚାଲିଥିଲା। ଏଥିରେ ଆମେରିକା, କାନାଡା, ମେକ୍ସିକୋ, ପୋଲାଣ୍ଡ, ୟୁକେ, ଜର୍ମାନୀ, ଫ୍ରନସ୍‌, ସୁଇଜରଲାଣ୍ଡ, ଜାପାନ, ଭାରତ ଭଳି ୨୦ ଦେଶର ବୈଜ୍ଞାନିକ ଭାଗ ନେଇଥିଲେ। ଏଥିରେ ନୟାଗଡ଼ ଜିଲା ଦଶପଲ୍ଲା ସହର ସାତପାଟଣା ନିକଟସ୍ଥ ଜରିପାଟଣା ଗଁ।ର ଯୁବ ବୈଜ୍ଞାନିକ ଜ୍ୟୋତିରଞ୍ଜନ ବେହେରା ସାମିଲ ହୋଇଥିଲେ। ଜ୍ୟୋତିରଞ୍ଜନଙ୍କ ହାଟ ହେଲଥି ଅଏଲ ପ୍ରଡକସନ ଇନପ୍ଲାଣ୍ଟ ପ୍ରକଳ୍ପ ପ୍ରଥମ ସ୍ଥାନ ଅକ୍ତିଆର କରି ପୁରସ୍କୃତ ହୋଇଛି। ଏଥିପାଇଁ ତାଙ୍କୁ ଭ୍ରମଣ ଅନୁଦାନ ପୁରସ୍କାର ମିଳିଛି। ଜ୍ୟୋତିରଞ୍ଜନ ତାଙ୍କର ଗବେଷଣାକୁ ଦେଶ ତଥା ବିଶ୍ୱରେ ପ୍ରଦର୍ଶନ କରି ଖାଦ୍ୟ ଶସ୍ୟ ଉପତ୍ାଦନ ବୃଦ୍ଧିରେ ପ୍ରୟୋଗ କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି। ତାଙ୍କ ସଫଳତା ନୟାଗଡ଼ ଜିଲା ଓ ଦଶପଲ୍ଲା ବ୍ଲକ ସମେତ ଭାରତ ପାଇଁ ଗର୍ବ ଓ ଗୌରବ ସାଉଁଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?