Posted inଫୁରସତ

୬୦ ଦିନରେ ବଦଳି ଗଲା ଜ୍ୟୋତିଙ୍କ ଜୀବନ

ପାଟନା, ୧୬।୭: ବିହାରର ଜ୍ୟୋତି କୁମାରୀ ଏବଂ ତାଙ୍କ ପରିବାରବର୍ଗଙ୍କ ଜୀବନ ଗତ ୬୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ବଦଳି ଯାଇଛି। ସେ ୧୨୦୦ କିମି ସାଇକେଲ ଚଳାଇ ପିତାଙ୍କୁ ଲକ୍‌ଡାଉନ୍‌ ସମୟରେ ଘରକୁ ଆଣିଥିଲେ। ସେ ଗୁଡଗାଓଁ ରୁ ପିତାଙ୍କୁ ସାଇକେଲରେ ସିତାମରାହି ଆଣିଥିଲେ। ଇତିମଧ୍ୟରେ ଜ୍ୟୋତି ଭାରତ ନୁହେଁ ସାରା ପୃଥିବୀରେ ଖ୍ୟାତି ହାସଲ କରିଛନ୍ତି। ତାଙ୍କ ୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିସାରିଛି। ତାଙ୍କୁ ଅଢ଼େଇ ଲକ୍ଷ ଟଙ୍କାର ନଗଦ ସହାୟତା ମିଳିଥିବାବେଳେ ଅବଶିଷ୍ଟ ଟଙ୍କା ଆକାଉଣ୍ଟ୍‌କୁ ଆସିଛି। ସେହିପରି ୪ଟି ସାଇକେଲ ସମେତ ବହୁ ଉପହାର ମଧ୍ୟ ମିଳି ସାରିଛି। ଜ୍ୟୋତି କହିଛନ୍ତି ସବୁ ଉପହାରକୁ ସେ ବାକ୍ସରେ ରଖି ଦେଇଛନ୍ତି। ତାଙ୍କର ନୂଆ ଘର ତିଆରି ହେଲେ ସେଠାରେ ଏସବୁ ଉପହାରକୁ ବାହାର କରି ରଖିବେ। ପିତାଙ୍କୁ ସାଇକେଲ ଚଳାଇ ଘରକୁ ଆଣିବା ସମୟରେ ସେ ଜାଣି ନ ଥିଲେ ଯେ, ଏହା ତାଙ୍କ ପାଇଁ ଖ୍ୟାତି ଆଣିଦେବ ବୋଲି। ତେବେ ଏସମ୍ପର୍କିତ ଖବର ପ୍ରକାଶ ପାଇବା ପରେ ସେ ସୋସିଆଲ୍‌ ମିଡ଼ିଆରେ ପରିଚିତି ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri