Posted inଫୁରସତ

୬୦ ଦିନରେ ବଦଳି ଗଲା ଜ୍ୟୋତିଙ୍କ ଜୀବନ

ପାଟନା, ୧୬।୭: ବିହାରର ଜ୍ୟୋତି କୁମାରୀ ଏବଂ ତାଙ୍କ ପରିବାରବର୍ଗଙ୍କ ଜୀବନ ଗତ ୬୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ବଦଳି ଯାଇଛି। ସେ ୧୨୦୦ କିମି ସାଇକେଲ ଚଳାଇ ପିତାଙ୍କୁ ଲକ୍‌ଡାଉନ୍‌ ସମୟରେ ଘରକୁ ଆଣିଥିଲେ। ସେ ଗୁଡଗାଓଁ ରୁ ପିତାଙ୍କୁ ସାଇକେଲରେ ସିତାମରାହି ଆଣିଥିଲେ। ଇତିମଧ୍ୟରେ ଜ୍ୟୋତି ଭାରତ ନୁହେଁ ସାରା ପୃଥିବୀରେ ଖ୍ୟାତି ହାସଲ କରିଛନ୍ତି। ତାଙ୍କ ୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିସାରିଛି। ତାଙ୍କୁ ଅଢ଼େଇ ଲକ୍ଷ ଟଙ୍କାର ନଗଦ ସହାୟତା ମିଳିଥିବାବେଳେ ଅବଶିଷ୍ଟ ଟଙ୍କା ଆକାଉଣ୍ଟ୍‌କୁ ଆସିଛି। ସେହିପରି ୪ଟି ସାଇକେଲ ସମେତ ବହୁ ଉପହାର ମଧ୍ୟ ମିଳି ସାରିଛି। ଜ୍ୟୋତି କହିଛନ୍ତି ସବୁ ଉପହାରକୁ ସେ ବାକ୍ସରେ ରଖି ଦେଇଛନ୍ତି। ତାଙ୍କର ନୂଆ ଘର ତିଆରି ହେଲେ ସେଠାରେ ଏସବୁ ଉପହାରକୁ ବାହାର କରି ରଖିବେ। ପିତାଙ୍କୁ ସାଇକେଲ ଚଳାଇ ଘରକୁ ଆଣିବା ସମୟରେ ସେ ଜାଣି ନ ଥିଲେ ଯେ, ଏହା ତାଙ୍କ ପାଇଁ ଖ୍ୟାତି ଆଣିଦେବ ବୋଲି। ତେବେ ଏସମ୍ପର୍କିତ ଖବର ପ୍ରକାଶ ପାଇବା ପରେ ସେ ସୋସିଆଲ୍‌ ମିଡ଼ିଆରେ ପରିଚିତି ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ହେବ ସବୁଠୁ କ୍ଷୀପ୍ର ଗତିରେ ଚାଲୁଥିବା କାର୍‌

ସବୁଠୁ କ୍ଷୀପ୍ର ଗତିରେ ଚାଲୁଥିବା କାର୍‌ ବିକ୍ରି ହେବା ପାଇଁ ପ୍ରସ୍ତୁତି ହୋଇରହିଛି। ଏହି କାର୍‌ର ନାମ ବ୍ଲଡହାଉଣ୍ଡ ସୁପରସୋନିକ୍‌ କାର୍‌। ଏହା ୨୦୧୯ ମସିହାରେ...

ବେଙ୍ଗର ଦାମ୍‌ ଦେଢ଼ ଲକ୍ଷ

ଦୁନିଆର ସବୁଠୁ ବିଷାକ୍ତ ବେଙ୍ଗ ବିଷୟରେ ଜାଣନ୍ତି କି? ଯଦି ନା ତେବେ ଏମିତି ଏକ ବେଙ୍ଗ ବିଷୟରେ କହିବୁ ଯେ କି ସବୁଠୁ ବିଷାକ୍ତ...

ବାଘମାରୀର କାଠମୁଖା: ଶିଳ୍ପୀଙ୍କ ପାଇଁ ସୃଷ୍ଟିକରିଛି ନିଆରା ପରିଚୟ

ଦିନଥିଲା କେତେକ ପୌରାଣିକ ବିଷୟକୁ ନେଇ ଆଧାରିତ ଲିଲା,ସୁଆଙ୍ଗ ଓ ଗୀତିନାଟ୍ୟ ଆଦିରେ ଅନେକ କଳାକାର ବିଭିନ୍ନ ଚରିତ୍ରର କେତେକ କାଳ୍ପନିକ ମୁହଁକୁ କାଠମୁଖାର କଳାକୃତି...

ମଞ୍ଚ ଚଢ଼ିବାକୁ ଡରୁଥିବା ଅଭିନେତ୍ରୀ

ଅମାଣ୍ଡା ମିସେଲ ସୈଫ୍ରିଡ୍‌। ସେ ମଞ୍ଚ ଚଢ଼ିବାକୁ ଡରନ୍ତି। ତା’ର କାରଣ ତାଙ୍କ ଭିତରେ ମଞ୍ଚ ଚଢ଼ିବାକୁ ନେଇ ଭୟ ରହିଛି। ମନ ଭିତରେ ସବୁବେଳେ...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

ମୁକେଶ ଅମ୍ବାନୀଙ୍କ ସମଦୁଣୀ କିଏ ଜାଣନ୍ତି? ମନମୋହନ ସିଂହଙ୍କ ସହ କରିଛନ୍ତି କାମ, ମିଳିଛି ପଦ୍ମଶ୍ରୀ ସମ୍ମାନ

ଏସିଆର ସବୁଠାରୁ ଧନୀବ୍ୟକ୍ତି ଏବଂ ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ନିଜ ଝିଅ ଈଶାଙ୍କ ବିବାହ ଆନନ୍ଦ ପିରାମଲଙ୍କ ସହ କରିଛନ୍ତି। ଆନନ୍ଦ ପିରାମଲ...

ବାସୋପଯୋଗୀ ଗ୍ରହର ସନ୍ଧାନ କରିବ ବୃହତ୍ତମ ଟେଲିସ୍କୋପ୍‌

ବେଜିଂ: ବିଶ୍ୱର ସର୍ବବୃହତ୍‌ ରେଡିଓ ଟେଲିସ୍କୋପ୍‌ ମହାକାଶରେ ପୃଥିବୀ ଭଳି ଗ୍ରହର ସନ୍ଧାନ କରିବା ସହ ଏଲିଅନ୍‌ଙ୍କ ସଙ୍କେତକୁ ଖୋଜିପାଇବ। ଏହି ସେନ୍‌ସିଟିଭ୍‌ ଟେଲିସ୍କୋପ୍‌ ମହାକାଶରେ...

Advertisement
Archives

Model This Week