ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ: କରୁଥିଲେ…

ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍‌ରେ ରହୁଥିଲେ ପକ୍‌-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି।
ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍‌ରେ ରହିଥିଲେ। ହୋଟେଲ୍‌ରେ ଶୋଇ କଥାବାର୍ତ୍ତା ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି।

ଅନ୍ୟପକ୍ଷେ, ପାକ୍‌ ସ୍ପାଏ ଗିରଫ ଜ୍ୟୋତି ମାଲହୋତ୍ରାଙ୍କ ସହ ପୁରୀର ପ୍ରିୟଙ୍କା ସେନାପତିଙ୍କ ଲିଙ୍କ ପ୍ରସଙ୍ଗକୁ ନେଇ ବଡ଼ ଖବର ଦେଇଛନ୍ତି ପୁରୀ ଏସ୍‌ପି।
ପୁରୀ ଏସ୍‌ପି କହିଛନ୍ତି, ତଦନ୍ତରେ ପ୍ରିୟଙ୍କା ପୂରା ସହଯୋଗ କରୁଛନ୍ତି।ଆମେ ଏଯାବତ କୌଣସି ସିଦ୍ଧାନ୍ତରେ ପହଞ୍ଚି ସାରିନୁ, ତଦନ୍ତ ଚାଲିଛି। ସବୁ ତଦନ୍ତ ଏଜେନ୍ସି ସହ ସମ୍ପର୍କରେ ରହିଛୁ, କୋପରେଶନ ଅଛି। ଜ୍ୟୋତି କେତେ ଥର ପୁରୀ ଆସିଥିଲେ, ତାହାର ମଧ୍ୟ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?