Posted inଜାତୀୟ

କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ ରାଉଜ ଆଭେନ୍ୟୁ କୋର୍ଟରୁ କବିତାଙ୍କୁ ଏକ ବଡ଼ ଝଟ୍‌କା ଲାଗିଥିଲା। ରାଉଜ ଆଭେନ୍ୟୁ କୋର୍ଟରେ କେ. କବିତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରାଯାଇଛି। ଉଭୟ ଇଡି ଏବଂ ସିବିଆଇ ମାମଲାରେ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।
ଉଭୟ ତଦନ୍ତକାରୀ ଏଜେନ୍ସି ଜାମିନ ଆବେଦନକୁ ବିରୋଧ କରି କହିଛନ୍ତି ଯେ କେ. କବିତା ଏହି ପୁରା ସ୍କାମର ଅନ୍ୟତମ ଷଡଯନ୍ତ୍ରକାରୀ ଏବଂ ଯଦି ତାଙ୍କୁ ଜାମିନ ପ୍ରଦାନ କରାଯାଏ, ତେବେ ସେ ସାକ୍ଷୀଙ୍କୁ ପ୍ରଭାବିତ କରିପାରନ୍ତି ଏବଂ ପ୍ରମାଣକୁ ଖଣ୍ଡନ କରି ଅନୁସନ୍ଧାନକୁ ପ୍ରଭାବିତ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri