ଏକ୍ସପ୍ଲାନେଡ୍‌ ମଲ୍‌ରେ ‘କେ ସେ କୁଲ୍‌ଚା’ଆଉଟଲେଟ୍‌

ଭୁବନେଶ୍ୱର,୨୬।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଉତ୍ତର ଭାରତର ଲୋକପ୍ରିୟ ଫୁଡ୍‌ ପ୍ଲାଟଫର୍ମ ‘କେ ସେ କୁଲ୍‌ଚା’ର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ନେକ୍ସସ୍‌ ଏକ୍ସପ୍ଲାନେଡ୍‌ ମଲରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର ସମ୍ମାନିତ ଅତିଥି ଭବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେ ସେ କୁଲଚାର ଗ୍ରୁପ ଡାଇରେକ୍ଟର ଆର୍ତ୍ତ ପାଢ଼ୀ ଓ ଅବଦେଶ ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ କେ ସେ କୁଲଚାର ଗ୍ରୁପ ଡାଇରେକ୍ଟର ଆର୍ତ୍ତ ପାଢ଼ୀ କହିଥିଲେ, ଆମେ ଆମର ପ୍ରଥମ ଆଉଟଲେଟର ଆନୁଷ୍ଠାନିକ ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏଠାରେ ସବୁ ବର୍ଗର ଖାଦ୍ୟପ୍ରେମୀଙ୍କୁ ସ୍ବାଦିଷ୍ଟ ଖାଦ୍ୟର ବ୍ୟାପକ ସମ୍ଭାର ସହିତ ଘିଅ ରୋଷ୍ଟ କୁଲଚା ଛୋଲେ, ମାଟିହାଣ୍ଡି ବିରିୟାନୀ, ଦିଲ୍ଲୀର ସୁସ୍ବାଦୁ ଚାଟ, ବଟର ଚିକେନ୍‌ କୁଲଚା ଓ ମନକୁ ମୋହିତ କରିବା ପରି କମ୍ବୋ ଫୁଡସ ଉପଲବ୍ଧ। ଏହି ଆଉଟଲେଟ୍‌ରେ ନିଜକୁ ହଜାଇବାକୁ ଅନୁଭବ କରନ୍ତୁ, ଯାହାକୁ ସମ୍ପୂର୍ଣ୍ଣ ଭାବେ ମସଲାରେ ରୋଷ୍ଟ ସହ ସୁନ୍ଦର ଭାବେ ପରଷାଯାଇଛି, ଯାହାର କ୍ରିମି ତଜ୍ଜିକି ସସ୍‌, କ୍ରି ସବଜି ଏବଂ ସୁମାକରର ସ୍ପର୍ଶ ଦିଆଯାଇଛି। ପ୍ରତ୍ୟେକ ଥରରେ ମଧ୍ୟପ୍ରାଚ୍ୟର ସ୍ବାଦକୁ ଅନୁଭବ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri