Posted inଜାତୀୟ

ଭାଜପାର ଏହି ବାହୁବଳୀ ପ୍ରାର୍ଥୀଙ୍କ ନାଁରେ ଥିବା ଆପରାଧିକ ମାମଲାର ବିବରଣୀ ଦେବାକୁ ଲାଗିଲା ୪ପୃଷ୍ଠା କାଗଜ

ଥିରୁଭାନନ୍ତପୁରମ,୨୧।୪: କେରଳର ପାଥନମଥିଟ୍ଟା ଲୋକ ସଭା ଆସନରୁ ଏଥର ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି କେ. ସୁରେନ୍ଦ୍ରନ୍‌। ତାଙ୍କ ନାଁରେ ୨୪୨ ମାମଲା ଥିବା ଜଣାପଡିଛି। କେବଳ ସାବରିମାଳା ସମ୍ବନ୍ଧିତ ୨୨୨ଟି ମାମଲା ତାଙ୍କ ନାଁରେ ରହିଥିବା କୁହାଯାଉଛି। ପ୍ରାର୍ଥିପତ୍ର ଦାଖଲ ସମୟରେ ତାଙ୍କ ନାଁରେ ଥିବା ଆପରାଧିକ ମାମଲାର ବିବରଣୀ ଦେବାକୁ ସୁରେନ୍ଦ୍ରନଙ୍କୁ ୪ ପୃଷ୍ଠା କାଗଜର ଆବଶ୍ୟକତା ପଡିଲା। ଦଳର ଏକ ଘରୋଇ ଚ୍ୟାନେଲ ‘ଜନମ ଟିଭି’ରେ ସୁରେନ୍ଦ୍ରନଙ୍କ ଆପରାଧିକ ମାମଲାର ବିବରଣୀ ଦେବାକୁ ପ୍ରାୟ ୬୦ ସେକେଣ୍ଡ ସମୟ ଲାଗିଲା। ଯେଉଁଠି ଅନ୍ୟମାନଙ୍କ ବିବାରଣୀ ମାତ୍ର ୭ ସେକେଣ୍ଡରେ ସରିଗଲା। ଦଳର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସୁରେନ୍ଦ୍ରନଙ୍କ ବିବାରଣୀ ଯଦି କୌଣସି ଖବରକାଗଜରେ ଦିଆଯାଇଥାଆନ୍ତା ତେବେ ଏଥିପାଇଁ ଅତିକମ୍‌ରେ ୬୦ଲକ୍ଷ ଟଙ୍କା ଲାଗିଥାଆନ୍ତା। ସେହିପରି କୌଣସି ଚ୍ୟାନେଲ ଏଥିପାଇଁ ଆହୁରି ଅଧିକ ଟଙ୍କା ଦାବି କରିଥାଆନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri