Advertisement

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ରେ ଯୋଗଦେବେ କେ.ଭି. କାମାଥ

ମୁମ୍ବାଇ,୫ା୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ଶୁକ୍ରବାର ବରିଷ୍ଠ ବ୍ୟାଙ୍କର କେ.ଭି.କାମାଥଙ୍କୁ ଆସନ୍ତା ୫ବର୍ଷ ପାଇଁ ଆର୍‌ଆଇଏଲ୍‌ର ସ୍ବାଧୀନ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ଆର୍‌ଆଇଏଲ୍‌ର ବୋର୍ଡ ଅଫ୍‌ ଡାଇରେକ୍ଟର୍ସମାନଙ୍କ ବୈଠକ ନିକଟରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ କାମାଥଙ୍କ ନିଯୁକ୍ତିକୁ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଫଳରେ ରିଲାଏନ୍ସ ଷ୍ଟ୍ରାଟେଜିକ୍‌ ଇନ୍‌ଭେଷ୍ଟମେଣ୍ଟସ ଲିମିଟେଡ୍‌ ପାଇଁ ଜଣେ ସ୍ବାଧୀନ ନିର୍ଦ୍ଦେଶକ ତଥା ଅଣ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି ବୋଲି ରିଲାଏନ୍ସ ଗ୍ରୁପ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହେଲା ସାମ୍‌ସଙ୍ଗର ଏହି ଫୋନ, କମ୍‌ ମୂଲ୍ୟରେ ଜବରଦସ୍ତ ଫିଚର୍ସ

ଦକ୍ଷିଣ କୋରିଆର ଟେକ କମ୍ପାନୀ ସାମସଙ୍ଗ ଭାରତରେ ସ୍ମାର୍ଟଫୋନ ବଜାରକୁ ଅଧିକ ବୃଦ୍ଧି କରିବାକୁ ଚେଷ୍ଟା କରୁଛି। ଲୋକଙ୍କୁ ସୁହାଇବା ଭଳି କମ୍ପାନୀ ଗୋଟିଏ ପରେ...

ପୂର୍ବତଟ ରେଳପଥ ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା

ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭...

ଭାକ୍‌ସିନ ଆଶା: ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ: ଭାକ୍‌ସିନ ଆଶାରେ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) କାରବାର ଏହି...

ସ୍ଥିତି ପାଇଁ ସଂଗ୍ରାମ କରୁଛନ୍ତି କ୍ଷୁୁଦ୍ର, ମଧ୍ୟମ ଶିଳ୍ପ

ନୂଆଦିଲ୍ଲୀ,୨୫-୩: କରୋନା ଭାଇରସର ପ୍ରଭାବରେ ଦେଶର କ୍ଷୁଦ୍ର ଶିଳ୍ପଗୁଡିକର ଅଣ୍ଟା ଭାଙ୍ଗିଯାଇଛି। ନିଜର ସ୍ଥିତି ବଜାୟ ରଖିବା ଲାଗି ଦେଶର କ୍ଷୁଦ୍ର ମଧ୍ୟମ ଶିଳ୍ପଗୁଡିକ ଏବେ...

ଲୋକ ସଭାରେ ସ୍ପଷ୍ଟ କଲେ ଗଡ଼କରୀ: ଉନ୍ନତ ସଡ଼କ ଚାହୁଁଥିଲେ ଟୋଲ୍‌ ଟିକସ ଦେବାକୁ ହେବ

ନୂଆଦିଲ୍ଲୀ,୧୬-୭: ଟୋଲ୍‌ ଟିକସ ଆଦାୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ସରକାରଙ୍କ ମତ ସ୍ପଷ୍ଟ କରିଛନ୍ତି।...

ମାଲ୍ୟା, ମୋଦିଙ୍କ ପ୍ରତ୍ୟର୍ପଣ ତଥ୍ୟ ଦେଲାନି ଏମ୍‌ଇଏ

ନୂଆଦିଲ୍ଲୀ,୧୬।୫: ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଏବଂ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ସମ୍ପର୍କରେ ତଥ୍ୟ ଦେବାକୁ ମନା କରିଦେଇଛନ୍ତି ବୈଦେଶିକ ମନ୍ତ୍ରଣାଳୟ(ଏମ୍‌ଇଏ)।...

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର...

ଟ୍ରେଡ୍‌ ଓ୍ବାରରୁ ଭାରତକୁ ମିଳିବ ଫାଇଦା

ନୂଆଦିଲ୍ଲୀ,୧୭-୬: ଆମେରିକା ଓ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟ୍ରେଡ୍‌ ଓ୍ବାରର ଫାଇଦା ଉଠାଇ ଭାରତ କେମିକାଲ ଓ ଗ୍ରାନାଇଟ୍‌ ସମେତ ପ୍ରାୟ ୩୫୦ ପ୍ରକାର...

Advertisement
Archives

Model This Week