କାହିଁକି ବାରମ୍ବାର ଓଡ଼ିଶା ଆସୁଛନ୍ତି ଶାହା, ମାସକ ପରେ ପୁଣି ଫୋକସ୍‌ରେ….

ଭୁବନେଶ୍ୱର,୧୯।୧୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନିଆ ଗସ୍ତରେ ଓ ଆସିବେ ଶାହା । ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏହି ଦୁଇ ଦିନିଆ ଗସ୍ତ ସମୟରେ ଅମିତ ଶାହା ଭୁବନେଶ୍ୱରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପକ୍ଷରେ କିଛି ବିକାଶମୂଳକ କାର୍ଯ୍ୟର ଉଦଘାଟନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେଇପାରନ୍ତି ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ସୂଚନାନୁସାରେ, ଏବେ ଓଡ଼ିଶା କେନ୍ଦ୍ର ଭାଜପା ନେତୃତ୍ୱଙ୍କ ଫୋକସ୍‌ରେ ରହିଛି । ନିକଟରେ ଓ ହୋଇଥିବା ଡିଜିପି ସମ୍ମିଳନୀରେ ତିନିଦିନିଆ ଓ ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଓ ଗସ୍ତରେ ଆସିଥିଲେ । ତେବେ ଏହି ଡିଜିପି ସମ୍ମିଳନୀର ଏକ ମାସ ପରେ ପୁଣିଥରେ ଓ ଗସ୍ତରେ ଆସିବେ ଶାହ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri