କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ ୪/୫ ଇଞ୍ଚର କୁଆପଥର ଆସ୍ତରଣ ଦେଖିବାକୁ ମିଳିଥିଲା। ବରାଡଙ୍ଗା ପଞ୍ଚାୟତ ଶିଉନି ଗାଁ ନିକଟ ୨୬ନମ୍ବର ଜାତୀୟ ରାଜପଥରେ କୁଆପଥର ଆସ୍ତରଣରେ ଧଳାଚାଦର ସଦୃଶ୍ୟ ଦୃଶ୍ୟ ଦେଖିବାକୁ ମିଳିଥିଲା। କିଛି ସମୟ ଧରି ପବନ ସହ କୁଆପଥର ବର୍ଷା ଯୋଗୁ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଜାତୀୟ ରାଜପଥରେ ମଧ୍ୟ ଅନେକ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଅନ୍ୟପଟେ ଡାଲି ଜାତୀୟ ଫସଲ ମୁଗ, ବିରି, ସୂର୍ଯ୍ୟମୁଖୀ ଫସଲ ଓ ଚାଷୀଙ୍କ ପନିପରିବା ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏଭଳି କୁଆ ପଥର ବର୍ଷା ବିଗତ ୨୦ ବର୍ଷ ମଧ୍ୟରେ ହୋଇ ନ ଥିବା ସ୍ଥାନୀୟ ଗ୍ରାମବାସୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

‘ଏମାନେ ମୋ ପୁଅକୁ ହତ୍ୟା କରିଛନ୍ତି! ’, ପିଏ ମା’ଙ୍କ ଚାଞ୍ଚଲ୍ୟକାର ଖୁଲାସା

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ଡାହାଣ ହାତ ବୋଲି ବିବେଚିତ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଚନ୍ଦ୍ରନାଥଙ୍କ ମା’…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ହାନ୍ତା ଭାଇରସ୍‌କୁ ନେଇ ଚିନ୍ତା: ମଣିଷଠାରୁ ମଣିଷକୁ ହେବ ସଂକ୍ରମଣ

କେପ୍‌ ଟାଉନ୍‌,୭ା୫:ଆଫ୍ରିକାର ପଶ୍ଚିମ ଉପକୂଳରେ ଏକ ବିଳାସପୂର୍ଣ୍ଣ କ୍ରୁଜ୍‌ ଜାହାଜରେ ହାନ୍ତା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ୩ ଯାତ୍ରୀଙ୍କ ମୃତ୍ୟୁ ଏବଂ ୫ରୁ ଅଧିକ ଯାତ୍ରୀ…

୯ ତାରିଖ ସକାଳ ବଙ୍ଗଳାରେ ଶପଥ ଗ୍ରହଣ, ସନ୍ଧ୍ୟାରେ ଅଭିଯୁକ୍ତର ଏନ୍‌କାଉଣ୍ଟର…

କୋଲକାତା,୭।୫:  ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଅବସ୍ଥିତ ମଧ୍ୟମଗ୍ରାମରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି…

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri