କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର ଦ୍ବାର ଉଡ଼ାଇ ନେଇଛି। ଗଛ ପଡ଼ି ଜାତୀୟ ରାଜପଥ ରାସ୍ତା ଅବରୋଧ ହୋଇଥିଲା। ଦମକଳବାହିନୀ ପହଞ୍ଚି ଗଛ କାଟି ସଫା କରିଥିଲେ। ଗୁଣ୍ଡିଆପାଲି ପଞ୍ଚାୟତ ଅନ୍ତର୍ଗତ ବିଲେଇଘଟି ଓ ବନାକାଲୋ ଗ୍ରାମରେ ୩୦ରୁ ଊର୍ଦ୍ଧ୍ବ ଘର ଛପର, ଆଜବେଷ୍ଟସ ଉଡ଼ାଇ ନେଇଛି।ଘରର ଆସବାବପତ୍ର ,ଧାନ ଚାଉଳ ଇତ୍ୟାଦି ନଷ୍ଟ ହୋଇ ଲୋକ ସର୍ବସ୍ୱାନ୍ତ ହୋଇଛନ୍ତି।ଦୁଇ ଗ୍ରାମର କ୍ଷତିଗ୍ରସ୍ତ ପରିବାର କ୍ଷତିପୂରଣ ଦାବିରେ ଦେବଗଡ଼ – ଅନୁଗୁଳ ଜାତୀୟ ରାଜପଥ ବିଲେଇଘଟି ଠାରେ ରାସ୍ତା ରୋକ କରିଥିଲେ। ତହସିଲଦାର ବିଜୟାଲକ୍ଷ୍ମୀ ନାୟକ,ବିଡିଓ ଆଦିତ୍ୟ ପଣ୍ଡା, ଥାନା ଅଧିକାରୀ ବିନୟ କେରକେଟା ପହଞ୍ଚି ବୁଝାସୁଝା ପରେ ରାତି ୯ ଟାରେ ରାସ୍ତା ରୋକ ହଟିଥିଲା।ତୁରନ୍ତ ସମସ୍ତ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri