କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି। କନ୍ଧମାଳ, ଅନୁଗୁଳ ଜିଲାକୁ ଆଗାମୀ ୩ ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୪୦ ରୁ ୫୦ କିମି ପବନ ବହିବା ସମ୍ଭାବନା ରହିଛି। କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ। ସୋମବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ, ବିଚାରପତିଙ୍କୁ ପୋଷ୍ଟ କାର୍ଡ ପଠାଇଲେ ଚାଷୀ

କୋକସରା,୧୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପି-ପାସ୍‌ ପୋର୍ଟାଲ ଖୋଲିବା ଓ ପଞ୍ଜୀକରଣ ଦାବିରେ କୋକସରା କୃଷକ ସଚେତନ ମଞ୍ଚର ସଭାପତି ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଅଞ୍ଚଳର…

ଓକିଲଙ୍କ ପୋଷାକରେ ହାଇକୋର୍ଟରେ ନଜର ଆସିଲେ ମମତା, ବାର କାଉନସିଲ ଉଠାଇଲା ଏମିତି ପ୍ରଶ୍ନ ସଭିଏଁ ଆଶ୍ଚର୍ଯ୍ୟ!

କୋଲକାତା,୧୪।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ହାଇକୋର୍ଟରେ ଓକିଲଙ୍କ ପୋଷାକ ପିନ୍ଧି ହାଜର ହେବା ପରେ, ବାର୍‌ କାଉନସିଲ ଅଫ ଇଣ୍ଡିଆ (BCI) ପଶ୍ଚିମବଙ୍ଗ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ ସ୍ଥାନ, IPL ୨୦୨୬ ମଧ୍ୟରେ BCCIର ବଡ଼ ଘୋଷଣା

ନୂଆଦିଲ୍ଲୀ,୧୪।୫: ଆଇପିଏଲ ୨୦୨୬ ପରେ ଭାରତ ଏ ଦଳ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ବିପକ୍ଷରେ ଏକ ଦିନିକିଆ ତ୍ରି-ସିରିଜ ଖେଳିବ। ପ୍ରଥମ ମ୍ୟାଚ ଜୁନ ୯ ତାରିଖରେ…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା…

ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଲେ ଯୋଗାଣ ସଚିବ: ରାଜ୍ୟରେ ନାହିଁ…

ଭୁବନେଶ୍ୱର, ୧୪।୫: ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ। ସେ କହିଛନ୍ତି, ତେଲ ସଙ୍କଟ ଆଦୌ ନାହିଁ । ରାଜ୍ୟରେ…

ବଢୁଛି ତେଲ ସଙ୍କଟ: ଅଧଘଣ୍ଟା ଠିଆହେଲେ ମିଳୁଛି ୨୦୦ ଟଙ୍କାର ପେଟ୍ରୋଲ-ଡିଜେଲ

ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଦେଶରେ ତେଲ ସଙ୍କଟ ବଢ଼ିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ ଓ ଡିଜେଲର ବ୍ୟବହାର ହ୍ରାସ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri