ଗ୍ଲାମରସ୍ ଲୁକରେ ଅଲାୟା

ମୁମ୍ବାଇ: ବଲିଉଡର ନାଁକରା ଅଭିନେତା କବିର ବେଦୀଙ୍କ ନାତୁଣୀ ଅଲାୟା ଫର୍ଣ୍ଣିଚରୱାଲା ବହୁତ ଅଧିକ ଷ୍ଟାଇଲିସ୍ । ଆଟ୍ରାକ୍ଟିଭ୍ ଆଉଟ୍‌ଫିଟ୍‌ରେ ଅଧିକାଂଶ ସମୟରେ ସେ ତାଙ୍କର ଫଟୋ ଶେୟାର କରିଥାଆନ୍ତି । ନିକଟରେ ତାଙ୍କୁ ସ୍ପଟ କରାଯାଇଥିବା ବେଳେ ସବୁଥର ପରି ଏଥର ବି ସେ ଥିଲେ ଭିନ୍ନ ଷ୍ଟାଇଲରେ । ତାଙ୍କର ଗ୍ଲାମରସ୍ ଲୁକ୍ ସମସ୍ତଙ୍କୁ ଦିୱାନା କରିଥିଲା । ଫିଲ୍ମ ଦୁନିଆରେ ପାଦ ରଖିଥିବା ଅଲାୟା ଏବେ ମୁଭି ‘ଫ୍ରେଡି’ର ଶୁଟିଂରେ ବ୍ୟସ୍ତ ଅଛନ୍ତି । ମିନି ସ୍କଟ ସାଙ୍ଗକୁ କ୍ରପ ଟପ୍‌ରେ ବଲିଉଡ୍‌ର ଅଭିନେତ୍ରୀ ଅଲାୟା ଏଫ୍ ଖୁବ୍ ଷ୍ଟାଇଲିସ୍ ତଥା ଗ୍ଲାମରସ ନଜର ଆସୁଥିଲେ । ଫିଲ୍ମ ‘ଜୱାନି ଜାନେମନ’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିବା ଅଲାୟା ନିଜ ଡେ ଆଉଟ୍ ଲୁକରେ ପ୍ରଶଂସକଙ୍କ ହୋସ୍ ଉଡାଇ ଦେଇଥିଲେ । ଅଲାୟାଙ୍କ ଏହି ଫଟୋରେ ତାଙ୍କ ପ୍ରଶଂସକ ଦିଲ୍ ଖୋଲି କମେଣ୍ଟ ଦେଉଛନ୍ତି । ଗ୍ରୀନ କଲର ମିନି ସ୍କଟ ସାଙ୍ଗକୁ ଫୁଲ୍ ସ୍ଲିଭ ହ୍ୱାଇଟ୍ ଟପ୍‌ରେ ଖୁବ୍ ଗ୍ଲାମରସ୍ ଲାଗୁଥିବା ନାୟିକା ଅଲାୟା ଇଣ୍ଟରନେଟର ପାରା ବଢାଇ ଦେଇଥିବା ବେଳେ ୟଙ୍ଗଷ୍ଟରଙ୍କ ନିଦ ହଜାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?