ହସ୍ପିଟାଲରେ ‘କଚା ବାଦାମ’ ଗାୟକ ଭୁବନ ବାଦ୍ୟକର

ବୀରଭୂମ,୧।୩: ପଶ୍ଚିମବଙ୍ଗର ବୀରଭୂମରେ କାଚା ବାଦାମ ଖ୍ୟାତିସମ୍ପନ୍ନ ଗାୟକ ଭୁବନ ବାଦକର ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଭୁବନଙ୍କ ଛାତିରେ ଆଘାତ ଲାଗିଛି। ନିକଟରେ ଏକ କାର କିଣିଛନ୍ତି। ଭୁବନ ଏକ କାର ଚଳାଇବାକୁ ଶିଖୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ କଚା ବାଦାମ ଖ୍ୟାତି ଗାୟକଙ୍କୁ ସୁପର ସ୍ପେସିଆଲିଟିରେ ଭର୍ତ୍ତି କରାଯାଇଥିଲା।
ସୂଚନାଯୋଗ୍ୟ,ଭୁବନ ପଶ୍ଚିମବଙ୍ଗରେ ଗ୍ରାଉଣ୍ଡ ବାଦାମ ବିକ୍ରି କରୁଥିଲେ। ବାଦାମ ବିକ୍ରି କରିବା ସମୟରେ କଚା ବାଦାମ ଗୀତ ଗାଉଥିଲେ। ଏହି ଗୀତ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବା ପରେ ଭୁବନ ପ୍ରସିଦ୍ଧ ଅର୍ଜନ କରିଥିଲେ। ନିକଟରେ ଏକ ସଙ୍ଗୀତ କମ୍ପାନୀ ପାଇଁ କଚା ବାଦାମ ଗୀତର ଏକ ଭିଡିଓ ମଧ୍ୟ ଶୁଟିଂ କରିଥିଲେ। ସେ ଅନେକ କମ୍ପାନୀ ଏବଂ ଟିଭି ଶୋ’ରୁ ଅଫର୍‌ ପାଇଛନ୍ତି। ତାଙ୍କ ଜୀବନ ସମ୍ପୂର୍ଣ୍ଣ ବଦଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri