‘ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ’: ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ ରାଜନୀତିରେ ହଇଚଇ, ଜାଣନ୍ତୁ କାହାକୁ ଏମିତି କହିଲେ…

ଭୁବନେଶ୍ୱର,୧୧।୧୦: ପୁଣି ସୋସିଆଲ ମିଡିଆରେ ବର୍ଷିଲେ ନାରୀନେତ୍ରୀ ଶ୍ରୀମୟୀ ମିଶ୍ର। ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀ ଟାର୍ଗେଟ କରିଛନ୍ତି। ଏପରିକି କହ୍ନେଇ, ସନ୍ନ୍ୟାସୀ କହି ପରୋକ୍ଷରେ ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ କହିଛନ୍ତି, କର୍ମୀ ଅନାଇ ବସିଛନ୍ତି, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ।ଦଳ ପାଇଁ ସନ୍ନ୍ୟାସୀ ଶୁଭଙ୍କର ନୁହେଁ, ଭାରି ଭୟଙ୍କର। ଜୟ ଢୋଲକିଆ ଭାଜପା ସାମିଲ ହେବା ଚର୍ଚ୍ଚା ମଧ୍ୟରେ ଶ୍ରୀମୟୀଙ୍କ ପୋଷ୍ଟ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ସେପଟେ ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ବିଶିଷ୍ଟ ନୂଆପଡ଼ା ଆସନରେ ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ବିଜେଡି ଏବଂ ଭାଜପା ପ୍ରାର୍ଥୀ ଘୋଷଣାରେ କଂଗ୍ରେସଠାରୁ ପଛରେ ପଡ଼ିଯାଇଛନ୍ତି। ଏହି ସମୟରେ ଖବର ଆସିଛି କି ଆଜି ଭାଜପାରେ ମିଶିପାରନ୍ତି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଜୟ ଢୋଲକିଆ ପଦ୍ମ ଧରିପାରନ୍ତି। ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri