Posted inଜାତୀୟ

କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର…

ନୂଆଦିଲ୍ଲୀ,୧।୩ : ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାରରେ ବର୍ତ୍ତମାନ ପର୍ଯ୍ୟନ୍ତ ତୃତୀୟ ବଡ଼ ମନ୍ତ୍ରୀ ଥିବା କୈଳାଶ ଗେହଲୋଟ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ସେ କ୍ୟାବିନେଟ ପଦରୁ ଇସ୍ତଫା ଦେଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କାର୍ଯ୍ୟ ଭାର ଗ୍ରହଣ କରିବାକୁ ଯାଉଛନ୍ତି। ଫଳରେ କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର ପାଲଟିଥିବା ରାଜନୈତିକ ସ୍ତରରେ ଚର୍ଚ୍ଚା ହେଉଛି।

ଦିଲ୍ଲୀର ବାୟୁ ପ୍ରଦୂଷଣର ପ୍ରମୁଖ ସମସ୍ୟାକୁ ହ୍ରାସ କରିବା, ମହିଳା ବସ ଡ୍ରାଇଭରମାନଙ୍କୁ ତାଲିମ ଦେବାସ ମାଧ୍ୟମରେ ଯାତାୟାତ କରୁଥିବା ମହିଳାଙ୍କ ପାଇଁ ପାସ ପାଇଁ ବ୍ୟବସ୍ଥା ଏବଂ ପରିବହନ କ୍ଷେତ୍ରରେ ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ସଂସ୍କାର ୪୯ ବର୍ଷ ବୟସ୍କ କୈଳାଶଙ୍କ ଦ୍ୱାରା କରାଯାଇଛି।

ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ କ୍ୟାବିନେଟରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ ଏଏପି ମଙ୍ଗଳବାର ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀଙ୍କ ପୋର୍ଟଫୋଲିଓ ଗେହଲୋଟ ଏବଂ ରାଜ କୁମାର ଆନନ୍ଦଙ୍କ ମଧ୍ୟରେ ଭାଗ ହେବ ବୋଲି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri