ସଙ୍ଗୀତ ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବ କୈଳାସ ଖେରଙ୍କ ‘ଜଜ୍‌ବା ଏ ଭାରତ’

ବମ୍ବେ: କରୋନା ସହ ଲଢ଼େଇରେ କୋଭିଡ ଯୋଦ୍ଧାମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେମାନଙ୍କ ବାହାଦୂରୀ, ପ୍ରତିବଦ୍ଧତା ଏବଂ ଉତ୍ସାହକୁ ସମ୍ମାନ ଜଣାଇବେ ପଦ୍ମଶ୍ରୀ କୈଳାସ ଖେର। ତାଙ୍କ ସହ ରହିବେ ରିକି କେଜ୍‌। ଅନ୍‌ଲାଇନ୍‌ କନ୍ସଟ ତଥା ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ (ଜଜ୍‌ବା ଏ ଭାରତ)ରେ ଉଭୟ କଣ୍ଠଶିଳ୍ପୀ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବେ। ସଙ୍ଗୀତ ଜରିଆରେ ସେମାନେ ଦେଶର କୋଣାନୁକୋଣରେ ମହାମାରୀ ସହ ଲଢ଼ୁଥିବା ଏହି ଗୁମନାମ୍‌ ନାୟକମାନଙ୍କୁ ସମ୍ମାନିତ କରିବେ। ଏହି କାର୍ଯ୍ୟକ୍ରମରେ ଉଦିତ ନାରାୟଣ ଯୋଡି ହେବେ। ଏହାସହ ତାଙ୍କ ପୁଅ ଆଦିତ୍ୟ ମଧ୍ୟ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri