କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ ହସ୍ପିଟାଲରେ ଭର୍ତ୍ତୀ କରାଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇବା ପରେ ବିଷମକଟକ  ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାମୁତାବକ, ଶୁକ୍ରବାର ସନ୍ଧ୍ୟାରେ କୈଳାସଙ୍କୁ  ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖିବାକୁ ମିଳିଥିଲା। ତାଙ୍କ ବେକ ସହ ମୁଣ୍ଡରେ କ୍ଷତ ରହିଥିବା ଦେଖିବାକୁ ମିଳିଛି । କିଏ ଏବଂ କେଉଁ କାରଣରୁ ତାଙ୍କୁ ହତ୍ୟା କରିଛି ତାହା ସ୍ପଷ୍ଟ ହୋଇ ନ ଥିଲେ ହେଁ ପୋଲିସ ତାଙ୍କ ବାସଭବନରେ ପହଞ୍ଚିଛି।  ଏଥି ସହିତ ସାଇଣ୍ଟିଫିକ ଟିମ ଏବଂ ସନ୍ଧାନୀ କୁକୁରର ସହାୟତା ନିଆଯାଇଛି। ଏହି ହତ୍ୟା ଖବର ସାମ୍ନାକୁ ଆସିବା ପରେ ବିଷମକଟକରେ ଭୟର ବାତାବରଣ ସୃଷ୍ଟି ହେବା ସହ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ତଦନ୍ତ ପରେ ହତ୍ୟା ପଛର କାରଣ ସାମ୍ନାକୁ ଆସିବ ବୋଲି ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?