ମ୍ୟାଟରନିଟି ଫଟୋଶୁଟ ଶେୟାର କଲେ କାଜଲ

ମୁମ୍ବାଇ: ଅଭିନେତ୍ରୀ କାଜଲ ଅଗ୍ରୱାଲ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି । ସେ ତାଙ୍କ ପ୍ରେଗ୍ନେସି ପିରିୟଡକୁ ଖୁସିରେ କାଟିବାକୁ ଚାହୁଁଛନ୍ତି । ସେଥିପାଇଁ ସେ କିଛି ନା କିଛି କରୁଥିବା ସବୁବେଳେ ନଜର ଆସିଛି । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି ନାୟିକା ନିକଟରେ ତାଙ୍କ ମ୍ୟାଟରନିଟି ଫଟୋଶୁଟର କିଛି ଫଟୋ ଶେୟାର କରିଛନ୍ତି । ଯେଉଁଥିରେ ସେ ଖୁବ୍ ସୁନ୍ଦର ଲାଗୁଛନ୍ତି । ବ୍ଲାକ ଅଫ୍ ସୋଲଜର କଟ୍ ଡ୍ରେସରେ ସିଜଲିଙ୍ଗ ଅବତାରରେ ଫଟୋ ଶେୟାର କରିଛନ୍ତି କାଜଲ । ଏଥିରେ ସେ ଗ୍ଲାମରସ ଅନ୍ଦାଜରେ ପୋଜ ଦେଉଥିବା ଦେଖାଯାଇଛି । କାଜଲଙ୍କର ଏହି ଫଟୋ ଦେଖି ପ୍ରଶଂସକ ଦିୱାନା ହୋଇଯାଇଛନ୍ତି । ଏହାସହ କାଜଲଙ୍କର ଖୁବ୍ ପ୍ରଶଂସା ବି କରୁଛନ୍ତି ।
ଏହି ସମୟ କାଜଲଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥିବା ବେଳେ ସେ ଅଧିକାଂଶ ସମୟ ସୋସିଆଲ ମିଡିଆ ଜରିଆରେ ଫ୍ୟାନ୍ସଙ୍କ ସହ ଶେୟାର କରୁଛନ୍ତି । ଆଉ ଏହି ସମୟରେ ତାଙ୍କ ଚେହେରାରେ ପୂର୍ବାପେକ୍ଷା ଅଧିକ ଗ୍ଲୋ ଦେଖାଯାଉଛି ବୋଲି କୁହୁଛନ୍ତି ପ୍ରଶଂସକ । ମାତ୍ର କେଇ ମିନିଟ ମଧ୍ୟରେ କାଜଲଙ୍କ ମ୍ୟାଟରନିଟି ଫଟୋ ଗୁଡିକ ଭାଇରାଲ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri