ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ହାତରେ ଲାଗିଲା ମେହେନ୍ଦି

ବଲିଉଡ ଏବଂ ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣାଶୁଣା ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ବିବାହ ଉତ୍ସବ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରେ ସେ ତାଙ୍କ ପ୍ରେମିକ ଗୌତମ କିଚଲୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ପୂର୍ବରୁ ମେହେନ୍ଦି ସମାରୋହରେ ଆୟୋଜିତ ହୋଇଛି। କାଜଲ ତାଙ୍କ ଇନଷ୍ଟାଗ୍ରାମରେ ମେହେନ୍ଦି ସମାରୋହର ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ କାଜଲ ସବୁଜ ରଙ୍ଗର ଶୁଟ ପିନ୍ଧିଛନ୍ତି ଏବଂ ତାଙ୍କ ଦୁଇ ହାତରେ ମେହେନ୍ଦି ଲାଗିଛି। ସେ ବେଶ୍‌ ଖୁସି ଥିବା ନଜର ଆସୁଛନ୍ତି। କାଜଲ ଏବଂ ଗୌତମ କିଚଲୁଙ୍କ ବିବାହ ମୁମ୍ବାଇରେ ଅନୁଷ୍ଠିତ ହେବ। କରୋନା ଯୋଗୁ ଏହି ବିବାହରେ ବେଶୀ ଅତିଥି ଯୋଗ ଦେବେ ନାହିଁ। ଦଶହରା ଅବସରରେ କାଜଲ ଅଗ୍ରୱାଲ ସୋସିଆଲ ମିଡିଆରେ ପ୍ରଥମଥର ପାଇଁ ଗୌତମ କିଚଲୁଙ୍କ ସହ ଫଟୋ ଶେୟାର କରିଥିଲେ। ଏହି ଫଟୋଗୁଡ଼ିକରେ ଉଭୟଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଗୌତମ ଜଣେ ଇଣ୍ଡେରିୟର୍‌ ଡିଜାଇନର୍‌ ବୋଲି ଜଣାପଡିଛି।

 

View this post on Instagram

 

🧿 #kajgautkitched 🧿

A post shared by Kajal Aggarwal (@kajalaggarwalofficial) on


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri