ରିଲିଜ୍‌ ହେଲା କାଜଲଙ୍କ ଫିଲ୍ମ ‘ସଲାମ ଭେଙ୍କି’

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କାଜଲଙ୍କ ଅଭିନୀତ ଫିଲ୍ମ ‘ସଲାମ ଭେଙ୍କି’ ଶୁକ୍ରବାର ମୁକ୍ତିଲାଭ କରିଛି। ଯାହାକୁ ଦର୍ଶକ ବହୁ ଦିନରୁ ଅପେକ୍ଷା କରି ରହିଥିଲେ। ଅମିର ଖାନ ମଧ୍ୟ ଏହି ଫିଲ୍ମରେ ଏକ କ୍ୟାମୋ ରୂପରେ ମଧ୍ୟ ଦେଖିବାକୁ ମିଳିବ। ‘ଲାଲ ସିଂ ଚଢା’ପରେ ପ୍ରଥମ ଥର ପାଇଁ ଏକ ଫିଲ୍ମରେ ଅଭିନୟ କରିଛନ୍ତି। ରେଭାଥୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମରେ ରାଜୀବ ଖଣ୍ଡେଲୱାଲଙ୍କ ସହ ବିଶାଲ ଏନ ଜେଠୱା, ଆହାନା କୁମ୍ରା, ରାହୁଲ ବୋଷ ଅଭିନୟ କରିଛନ୍ତି। ଏଥିରେ କାଜଲ ଜଣେ ମା’ଭୂମିକାରେ ନଜର ଆସିବେ। ଫିଲ୍ମର କାହାଣୀ ଇମୋଶନ, ଫ୍ୟାମିଲି ଡ୍ରାମା ଓ ଚ୍ୟାଲେଞ୍ଜରେ ଭରପୁର । ଫିଲ୍ମରେ କାଜଲଙ୍କ ପୁଅ ଭୂମିକାରେ ଅଭିନୟ କରିଛନ୍ତି ବିଶାଲ ଜେଠୱା । ଏଥିରେ ତାଙ୍କ ନାମ ଭେଙ୍କଟେଶ ଓରଫ ଭେଙ୍କି ରହିଛି। ନିକଟରେ ଏହାର ଟ୍ରେଲର୍‌କୁ ଦେଖିବା ପରେ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?