କଠିନ ସମୟ ଦେଇ ଗତି କରୁଛନ୍ତି କାଜୋଲ! ଏପରି କହିଲେ ପୋଷ୍ଟରେ…

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କାଜୋଲ କିଛିଦିନ ଧରି ସୋସିଆଲ ମିଡିଆରୁ ଦୂରେଇ ରହିଥିଲେ। ଏନେଇ ଶୁକ୍ରବାର ସେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି। ସେ ତାଙ୍କ ଜୀବନର କଠିନ ସମୟ ଦେଇ ଗତି କରୁଛନ୍ତି ବୋଲି ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ‘ଦି ଟଫର୍‌ ସି ଟ୍ରାଏଲ, ଦି ହାର୍ଡର ୟୁ କମ୍‌ ବ୍ୟାକ୍‌’।

 

View this post on Instagram

 

A post shared by Disney+ Hotstar (@disneyplushotstar)


ଏଠାରେ କହି ରଖୁଛୁ, କାଜୋଲ ତାଙ୍କ ନୂଆ ପୋଷ୍ଟରେ ଆଗାମୀ ସିରିଜର ଟ୍ରେଲର୍‌ ଲଞ୍ଚ ହେବା ନେଇ ଘୋଷଣା କରିଛନ୍ତି। ସିରିଜର ନାମ ହେଉଛି ‘ଦି ଟ୍ରାଏଲ’: ପ୍ୟାର୍‌, କାନୁନ୍‌, ଧୋକା’। ଯାହାକୁ ନେଇ ତାଙ୍କ ଫ୍ୟାନ୍ସ ଉତ୍ସାହିତ ଅଛନ୍ତି। ତେବେ ଏହି ଟ୍ରେଲରର ଲଞ୍ଚକୁ କାଜୋଲଙ୍କର ପବ୍ଲିସିଟି ଷ୍ଟଣ୍ଟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri