୮୦ ହଜାର ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ କାଜଲ

ମୁମ୍ବାଇ: ବଲିଉଡ୍‌ରେ ଦୁର୍ଗାପୂଜା ଖୁବ୍ ଧୁମଧାମରେ ପାଳନ କରାଯାଇଥାଏ । ଚଳିତ ବର୍ଷ କରୋନା ମହାମାରୀ ପାଇଁ ଏହା ସାମାନ୍ୟ ଫିକା ପଡିଯାଇଛି । ହେଲେ ସେଲିବ୍ରିଟିମାନେ ନିଜ ନିଜ ଢଙ୍ଗରେ ଦୁର୍ଗାପୂଜା ପାଳନ କରିଛନ୍ତି । ଅଭିନେତ୍ରୀ କାଜଲ ନବମୀ ପାଳନ ସମୟରେ ଏମିତି ଲୁକ୍ସରେ ନଜର ଆସିଥିଲେ ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କାଜଲ ଏକ ବ୍ଲୁ ରଙ୍ଗର ଶାଢି ପିନ୍ଧି ଖୁବ୍ ସୁନ୍ଦର ଲାଗିବା ସହ ପେଣ୍ଡାଲରେ ପୂଜା କରୁଥିବା ନଜର ଆସିଥିଲେ । ଜଣାପଡିଛି କି ଦୁର୍ଗା ନବମୀରେ କାଜଲ ଯେଉଁ ଶାଢି ପିନ୍ଧିଥିଲେ ତାକୁ ହାତରେ ତିଆରି କରାଯାଇଛି । ସେଥିପାଇଁ ତାଙ୍କ ଲୁକ୍ସ ଜବରଦସ୍ତ ଲାଗୁଛି । ଶାଢିର ବର୍ଡର ଗୋଲଡେନ କଲର ହୋଇଥିବା ବେଳେ ଏଥିରେ ମଝିରେ ମଝିରେ ମୋତି ଓ ଜରି ଲାଗିଥିବା ଦେଖାଯାଇଛି । ଏହି ବ୍ଲୁ ଶାଢି ସହ କାଜଲ ଗୋଲଡେନ କଲରର ସ୍ଲିଭଲେସ୍ ବ୍ଲାଉଜ ପିନ୍ଧିି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । କେବଳ ସେତିକି ନୁହେଁ ମ୍ୟାଚିଙ୍ଗ ଚୁଡି ଓ କାଜଲଙ୍କ ହେୟାର ଷ୍ଟାଇଲ ନଜରରୁ ହଟିପାରୁନି । ପନିଟେଲ ହେୟାର ଷ୍ଟାଇଲ ସହ ଡାର୍କ ମାଜେଣ୍ଡା ଲିପଷ୍ଟିକ ଏବେ ଖୁବ୍ ଚର୍ଚ୍ଚାକୁ ଆସିଛି । ଏହାର କିଛି ଫଟୋ ରାଧିକା ମେହେରା ତାଙ୍କ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି । ତେବେ କାଜଲ ଯେଉଁ ଶାଢି ପିନ୍ଧିଛନ୍ତି ତାହା ଅନିତା ଡୋଙ୍ଗରେ ୱେସାଇଟରେ ୮୦,୦୦୦ଟଙ୍କାରେ ମିଳୁଛି ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?