ସ୍ବାମୀଙ୍କୁ କାଠଗଡ଼ାକୁ ଆଣିବାକୁ ଚାହୁଁଛନ୍ତି କାଜଲ

ବଲିଉଡ୍‌ ଅଭିନେତ୍ରୀ କାଜଲ ପ୍ରାୟ ତିନି ଦଶନ୍ଧି ଧରି ଇଣ୍ଡଷ୍ଟ୍ରିରେ ରାଜ୍‌ କରିୁଛନ୍ତି। ଦିଲୱାଲେ ଦୁଲହନିଆ ଲେ ଜାୟେଙ୍ଗେ, ଇଶ୍କ, ବାଜିଗର, କୁଛ କୁଛ ହୋତା ହୈ ଭଳି ଅନେକ ହିଟ ଫିଲ୍ମ ଦେଇଛନ୍ତି। ବର୍ତ୍ତମାନ ସେ ଓଟିଟିରେ ପାଦ ରଖିବାକୁ ଯାଉଛନ୍ତି। ତାଙ୍କୁ ଖୁବ ଶୀଘ୍ର ହଟଷ୍ଟାର୍‌ + ଡିଜନିର ସିରିଜ ‘ଦି ଟ୍ରାଏଲ’ରେ ଜଣେ ଓକିଲ ଭୂମିକାରେ ଦେଖିବାକୁ ମିଳିବ। କାଜଲ ଏପର୍ଯ୍ୟନ୍ତ ତାଙ୍କ କ୍ୟାରିୟରରେ ପ୍ରଥମ ଥର ପାଇଁ ଏହି ଭୂମିକାରେ ନଜର ଆସିବେ। ଏହି ଅବସରରେ ତାଙ୍କୁ ଓକିଲ ଭାବେ ପ୍ରଥମେ କାଠଗଡ଼ାକୁ କାହାକୁ ନେବାକୁ ଚାହୁଁଛନ୍ତି ବୋଲି ପ୍ରଶ୍ନ ପଚରାଯିବାରୁ ସେ ତାଙ୍କ ସ୍ବାମୀ ଅଜୟ ଦେବଗନଙ୍କ ନାମ ନେଇଥିଲେ।
ଏ ବିଷୟରେ କଥାବାର୍ତ୍ତା କରି କାଜଲ କହିଛନ୍ତି- ମୁଁ ନିଜକୁ କେବେ ହିରୋ ବୋଲି ଭାବି ନ ଥିଲି। ମୋର ଭୂମିକା ଭଲ ହୋଇପାରେ, କିନ୍ତୁ ଏଥିରେ କାମ କରୁଥିବା ସମସ୍ତ ଲୋକଙ୍କ ହେତୁ ଏକ ଚଳଚ୍ଚିତ୍ର କିମ୍ବା ସିରିଜ ନିର୍ମିତ ହୋଇଥାଏ। ଯଦି ମୋର ବିପରୀତ ଜଣେ ଭଲ ଅଭିନେତା କିମ୍ବା ଭଲ ନିର୍ଦ୍ଦେଶକ ନୁହଁନ୍ତି, ତେବେ ମୁଁ ମଧ୍ୟ ଭଲ କରି ପାରିବି ନାହିଁ। ଏକ ଭଲ ଚଳଚ୍ଚିତ୍ର ନିର୍ମାଣରେ ସମସ୍ତେ ସହଯୋଗ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri