ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

– କାଜୁ ହାଡ଼ ଶକ୍ତ କରିବା ସହ ହାର୍ଟ ରୋଗରୁ ମୁକ୍ତି ଦେଇଥାଏ।

– ଏହା କୋଲେଷ୍ଟରଲ ପରିମାଣ କମ କରିଥାଏ। ଏହା ଶରୀରରେ ଆଇରନ ପରିମାଣ ବଢ଼ାଇଥାଏ।

– ଏହା ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ।

– ତ୍ୱଚା ଉଜ୍ଜ୍ୱଳ ଦେଖାଯାଇଥାଏ।

– ମସ୍ତିଷ୍କ ରୋଗରୁ ମୁକ୍ତି ଦେବା ସହ ରକ୍ତଚାପ ନିୟନ୍ତ୍ରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟମାଟୋ: ଅନେକରେ ଏକ

ରୋଷେଇ ପାଇଁ ଟମାଟୋର ବ୍ୟବହାର ତ ସମସ୍ତେ କରିଥାନ୍ତି । କିନ୍ତୁ ଟମାଟୋକୁ ଅନ୍ୟ କାମରେ ମଧ୍ୟ ବ୍ୟବହାର କରାଯାଇପାରେ – ଫେସ୍‌ ସ୍କ୍ରବ୍‌ :...

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ...

ଦଲିଆ କେକ୍‌

ଆବଶ୍ୟକ ସାମଗ୍ରୀ- ଦଲିଆ- ୩,୪ କପ୍‌, ସୁଜି- ୧/୪ କପ୍‌, ପରିବା(ଗାଜର, ବିନ୍ସ, ମଟର)- ୧ କପ୍‌, ଅଦା ପେଷ୍ଟ ୧ ଚାମଚ, କଞ୍ଚାଲଙ୍କା ୧ଟି...

କର୍ମଜୀବୀ ମା’ଙ୍କ ଲାଗି…

କେତେଜଣ କର୍ମଜୀବୀ ମା’ଙ୍କୁ ପ୍ରସବର କିଛି ମାସ ମଧ୍ୟରେ କର୍ମକ୍ଷେତ୍ରରେ ଯୋଗଦେବାକୁ ହେଉଥିବାରୁ ଶିଶୁକୁ ନିୟମିତ ସ୍ତନ୍ୟପାନ କରାଇବାରେ ଅବହେଳା ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ...

ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର

ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ  ରୋଗରୁ ରକ୍ଷା କରିଥାଏ। ଏଥିରେ...

ସୁଖମୟ ଦାମ୍ପତ୍ୟ ଜୀବନ ପାଇଁ ଆପଣାନ୍ତୁ ଏହି ୩ ଉପାୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ନୀତି ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ସୁଖମୟ ଦାମ୍ପତ୍ୟ ଜୀବନ ପାଇଁ ଉଭୟ ସ୍ବାମୀ-ସ୍ତ୍ରୀ ୩ ବିଷୟ ଉପରେ ଧ୍ୟାନ...

ସିଲ୍କ ଶାଢ଼ି ଫ୍ୟାଶନ

କୁହାଯାଏ ବାର ହାତର ବିସ୍ମୟ ହେଉଛି ଶାଢ଼ି। ଆଧୁନିକ ଲାଇଫ୍‌ ଷ୍ଟାଇଲ୍‌ରେ ବି ଏହାର ସ୍ବତନ୍ତ୍ର ଚାହିଦା ରହିଛି। ଦେଶ ବିଦେଶରେ ଭାରତୀୟ ଶାଢ଼ିର ରହିଛି...

ଫାଣ୍ଟୋମ ଭାଇବ୍ରେଶନ୍‌ ସିଣ୍ଡ୍ରୋମ

ଏବେ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ ଜିନିଷର ବ୍ୟବହାର ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ମୋବାଇଲ ବ୍ୟବହାର ଏକ ସାଧାରଣ କଥା ପାଲଟି ଗଲାଣି। କାରଣ...

Advertisement
Archives

Model This Week