ତୁଷାରକାନ୍ତିଙ୍କୁ ଟିକେଟ୍‌ ମିଳିବା ପରେ କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି: ସୁରେନ୍ଦ୍ର

ଭୁବନେଶ୍ୱର,୨୨।୪: କାକଟପୁରରୁ ବିଜେଡି ତୁଷାରକାନ୍ତି ବେହେରାଙ୍କୁ ଟିକେଟ୍‌ ଦେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଟିକେଟ୍‌ ଆଶାୟୀ ଥିବା ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ। ସେ କହିଛନ୍ତି, ଆଜି କାକଟପୁରବାସୀଙ୍କ ହୃଦୟ କାନ୍ଦୁଛି। ପ୍ରାର୍ଥୀ ହୋଇଥିବା ବ୍ୟକ୍ତି କାକଟପୁର ଯାଆନ୍ତିନି, ଭୁବନେଶ୍ୱରରେ ରୁହନ୍ତି। ଲୋକଙ୍କ ସୁଖଦୁଃଖରେ ସେ ନ ଥାନ୍ତି। ଲୋକେ ତାଙ୍କୁ ଦେଖିବାକୁ ପାଆନ୍ତିନି। ୨୦୧୯ ରେ ମୋତେ ଟିକେଟ୍‌ ମିଳି ନ ଥିଲା, ତଥାପି ଦଳ ପାଇଁ ମୁଁ ନିଷ୍ଠାର ସହ ସେବା କରିଥିଲି। ଦଳ ସହ ଥିଲି। ଅନ୍ୟ ଦଳରୁ ଅଫର୍‌ ଥିଲେ ବି ମୁଁ ବିଜେଡି ପାଇଁ କାମ କରୁଥିଲି। ଦଳ ଆଜି ମୋ ସହ ଅବିଚାର କରିଛି, ଲୋକଙ୍କୁ ପଚାରି ପରବର୍ତ୍ତୀ ପଦକ୍ଷେପ ନେବି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୧୨ ଅଗଷ୍ଟରେ ଆକାଶରେ ବଡ଼ ମହାଜାଗତିକ ଘଟଣା: ଏହି ରାଶି ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ! ରୁହନ୍ତୁ ସତର୍କ

୧୨ ଅଗଷ୍ଟ ୨୦୨୬ ରାତିରେ ଆକାଶରେ ଏକ ବଡ଼ ଖଗୋଳୀୟ ଘଟଣା ଘଟିବାକୁ ଯାଉଛି। ଚନ୍ଦ୍ର କିଛି ସମୟ ପାଇଁ ସୂର୍ଯ୍ୟଙ୍କୁ ସମ୍ପୂର୍ଣ୍ଣ ଢାଙ୍କିଦେବ। ବିଶ୍ୱର ଅନେକ…

ଓଲଟିଲା କୋଇଲା ବୋଝେଇ ଟ୍ରକ: ଓଡ଼ିଶା-ଆନ୍ଧ୍ର ଯାତାୟତ ଠପ୍‌

ରାୟଗଡ଼ା,୧୦।୮(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲା ପାର୍ବତୀପୁର ନିକଟରେ ସୋମବାର ଏକ କୋଇଲା ବୋଝେଇ ଏକ ଟ୍ରକ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଓଡ଼ିଶା-ଆନ୍ଧ୍ରକୁ ସଂଯୋଗ…

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri