ଫିଲ୍ମ ଛାଡି ସାବୁନ ତିଆରି କରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

୧୭ ବର୍ଷ ପୂର୍ବେ ୨୦୦୩ରେ ରିଲିଜ୍‌ ହୋଇଥିବା ସୁପରହିଟ୍‌ ଫିଲ୍ମ ‘କଲ ହୋ ନା ହୋ’ ରେ ପ୍ରିତି ଜିଣ୍ଟାଙ୍କ ସାନ ଭଉଣୀ ଜିୟା ଚରିତ୍ରରେ ଅଭିନୟ କରିଥିବା ଝନକ ଶୁକ୍ଲା ଏବେ ବହୁତ ବଡ଼ ହୋଇଯାଇଛନ୍ତି। ଏବେ ତାଙ୍କୁ ଚିହ୍ନିବା କଷ୍ଟକର ମଧ୍ୟ ହୋଇଗଲାଣି। ତେବେ ଝନକ ସୋସିଆଲ ମିଡିଆରେ ସୁବୁବେଳେ ସକ୍ରିୟ ରହିଥାନ୍ତି। ତାଙ୍କ ମା’ ତଥା ଟିଭି ଅଭିନେତ୍ରୀ ସୁପ୍ରିୟା ଶୁକ୍ଲା ନିକଟରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଯେଉଁଥିରେ ଝନକ ନିଜର ଅଭିନୟ କ୍ୟାରିୟର ଆରମ୍ଭ ହେବା ଦିନଠାରୁ ଏବେ କ’ଣ କରୁଛନ୍ତି ସବୁକିଛି ଜଣାଇଛନ୍ତି।
ଝନକ ଲେଖିଛନ୍ତି, ଛୋଟ ପରଦା ସହ ମୋର ସମ୍ପର୍କ ବହୁତ ପୁରୁଣା। ମୋ ମା’ବାପା ଅନେକ ବର୍ଷ ହେବ ଛୋଟ ପରଦାରେ କାମ କରିଆସୁଛନ୍ତି। ତେଣୁ ମୋ ପାଇଁ ଅଭିନୟରେ କ୍ୟାରିୟର କରିବା ସେତେ କଷ୍ଟକର ନ ଥିଲା। ଝନକ ବିଜ୍ଞାପନକୁ ଅଭିନୟରେ କ୍ୟାରିୟର ଆରମ୍ଭ କରିଥିଲେ ବୋଲି କହିଛନ୍ତି। ଏହା ପରେ ସୁପରହିଟ୍‌ ଶୋ’ ‘କରିସ୍ମା କରିସ୍ମା’ ରେ କାମ କଲେ। ଏହି ଶୋ’ ସୁପରହିଟ୍‌ ହେବା ପରେ ଫିଲ୍ମ ମିଳିବା ଆରମ୍ଭ ହେଲା। ‘କଲ୍‌ ହୋ ନା ହୋ’, ‘ଓ୍ବାନ ନାଇଟ୍‌ ଓ୍ବିଥ୍‌ କିଙ୍ଗ୍‌’ରେ ସେ କାମ କଲେ। ବର୍ତ୍ତମାନ ଝନକ ବେଜ୍‌ନେଶରେ ପୋଷ୍ଟ ଗ୍ରାଜୁଏଶନ କରୁଛନ୍ତି। ଏଥିସହ ସେ ସାବୁନ ତିଆରି ବ୍ୟବସାୟ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାରକୁ ଧକ୍କା ଦେଲା ଟ୍ରକ: ଜାତୀୟ ରାଜପଥରେ ଘଟିଗଲା…

ଧର୍ମଶାଳା,୫।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ନିକଟରେ ଏକ କାରକୁ ଟ୍ରକ ଧକ୍କା ଦେଇଛି, ଯାହା...

ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ବଡ଼ ବୈଠକ, ଏକାଠି ହେଲେ…

ଭୁବନେଶ୍ବର,୫ା୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି । ଆଜି ତାଙ୍କର ଭୁବନେଶ୍ବର ସରକାରୀ ବାସଭବନରେ ଯାଜପୁରର ବିଜେଡି ନେତାମାନେ ଏକାଠି ହୋଇଛନ୍ତି...

୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ

ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ...

ଭାଜପାଠାରୁ କାହିଁକି ଅଲଗା ହେଲେ ଅଜିତ ପାଓ୍ବାର? ନିଜେ କହିଲେ ଏହାର କାରଣ

ମୁମ୍ବାଇ,୫।୧: ମୁମ୍ବାଇ ନଗର ନିଗମ ନିର୍ବାଚନ (BMC ନିର୍ବାଚନ ୨୦୨୬) ପୂର୍ବରୁ, ମହାରାଷ୍ଟ୍ରର ସମସ୍ତ ରାଜନୈତିକ ନେତାମାନେ ସେମାନଙ୍କ ଦଳ ପାଇଁ ବିଜୟ ସୁନିଶ୍ଚିତ କରିବା...

ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ

ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି...

ଟିମ ଇଣ୍ଡିଆକୁ କେମିତି ଫେରିବେ ମହମ୍ମଦ ଶାମି,ଇରଫାନ କହିଲେ ସରଳ ସୂତ୍ର, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୫।୧: ଭାରତର ଘାତକ ଦ୍ରୁତ ବୋଲର ମହମ୍ମଦ ଶାମି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏବେ, ସେ...

ଖ୍ରୀଷ୍ଟିୟାନା ନାଗଙ୍କୁ ପ୍ରଥମ ଲୋଇସିଂହା ସୁନ୍ଦରୀ ମୁକୁଟ

ଲୋଇସିଂହା,୫ା୧(ସୁଶାନ୍ତ ବାରିକ):ପୌଷ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଜିଲା ଲୋଇସିଂହା ଦୁର୍ଗାମଣ୍ଡପରେ ୨ଦିନ ଧରି ଚାଲିଥିବା ୧୬ତମ ଲୋଇସିଂହା ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ...

ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ

ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri