Heavy rain in Odisha: ୨୪ଘଣ୍ଟାରେ କାଳବୈଶାଖୀ ଆଲର୍ଟ, ୧୩ ଜିଲାକୁ ଝଡବର୍ଷା

ଭୁବନେଶ୍ୱର,୨୦।୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ ହେବା ନେଇ ସତର୍କ କରାଇଛି ବିଭାଗ। ତେବେ ଆଜି ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼ ପବନ କୁଆପଥର ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Heavy rain in Odisha: କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର , ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ସହ ୫୦ରୁ ୬୦ କିମି ବେଗରେ ଝଡ ପବନ ସହ ଘଡଘଡି ବିଜୁଳି ଓ କୁଆପଥର ବର୍ଷା ପାଇଁ ଓରେଞ୍ଜ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାକୁ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବିଶେଷକରି ୧୩ଟି ଜିଲା ପାଇଁ ଜାରି ହୋଇଛି ସତର୍କତା ।

Heavy rain in Odisha: ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲା ଗୁଡିକ ଭିତରେ ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୂଆପଡା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ରହିଛି। ଏହିସବୁ ଜିଲାଗୁଡିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସଂଧ୍ୟା ସମୟରେ ଘଡଘଡି ବର୍ଷା ସହ କୁଆପଥର ସହ ଝଟକା ପବନର ବେଗ ୪୦ରୁ ୫୦ କିଲୋମିଟର ଘଣ୍ଟା ପିଛା ହେବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri