ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ ନେଇଛି।
ଏପରିକି ରାସ୍ତାକଡ଼ ଗଛ ଓ ଇଲେକ୍ଟ୍ରି ପୋଲ ଭାଙ୍ଗି ତଳେ ପଡିଛି l ଚାଷୀଙ୍କ ପନିପରିବା ଚାଷ ବ୍ୟାପକ କ୍ଷତି ହୋଇଛି। ଘର ଭାଙ୍ଗିଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ପଲିଥିନ ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।