ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ଝଡ଼ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଆକାଶରୁ କୁଆପଥର ବର୍ଷା ହୋଇଥିଲା। କୌଣସି ବଡ଼ଧରଣର କ୍ଷୟକ୍ଷତି ରିପୋର୍ଟ ମିଳି ନ ଥିଲେ ମଧ୍ୟ କୁଆପଥର ମାଡରେ ଗ୍ରାମାଞ୍ଚଳରେ ପନିପରିବା ଓ ଆମ୍ବ ଝଡି ପଡ଼ିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri