କାଳବୈଶାଖୀ ତାଣ୍ଡବ: ଉଡିଲା ସ୍କୁଲ ଛପର, ଛଟପଟ ହୋଇମଲେ ୯ ଗୋରୁ

ଖଜୁରିପଡ଼ା,୧୬ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘରର ଛପର ଉଡ଼ିଯାଇଥିବା ବେଳେ କିଛି ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା। ଏହି କାଳବୈଶାଖୀରେ ବ୍ରଜପାତ ହେବା ଯୋଗୁ ଅନେକ ଗାଈଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅରାପାଜୁ ଗ୍ରାମର ମାଟୁଙ୍ଗି ଗାଁରେ ବଜ୍ରପାତରେ ୨ ବଳଦଙ୍କ ମୃତ୍ୟୁ ହୋଇଛି। ସେଇପରି ସସ୍କେଡି ଗାଁରେ ୩ ବଳଦ ଏବଂ ୨ ଗାଈ ଓ ଗଞ୍ଜୁଗୁଡ଼ାରେ ୨ ବଳଦଙ୍କ ମୃତ୍ୟୁ ହୋଇଛି। ଭାଲିଆପଡ଼ା ସ୍କୁଲର ଛପର ଉଡ଼େଇ ନେଇଥିବା ବେଳେ ପିଣ୍ଡାବାଡ଼ି ସ୍କୁଲର ଛାତ ଉପରେ ଆମ୍ବଗଛ ଟଳି ପଡ଼ିଛି। ବିଜୁଳିତାର ଛିଣ୍ଡି ଯିବା ଯୋଗୁ ପୁରା ଅଞ୍ଚଳ ଅନ୍ଧାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri