ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ ପୂତୁଲିପଙ୍କା ଗାଁରେ ମଧ୍ୟ ପ୍ରାୟ ୪ ଜଣ ପରିଵାରର ଟିଣ ଛପର ଉଡିଯାଇଥିବା ଜଣାପଡ଼ିଛି ।

ସେହିପରି ଅଶୋକ ନାୟକଙ୍କ ଘର ଉପରେ ବିରାଟକାୟ ଗଛ ଉପୁଡ଼ି ଘର ଉପରେ ପଡ଼ିବାରୁ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ତାଙ୍କ ପରିବାର । ଘର ଉପରେ ଗଛ ପଡି ଘରର କିଛି ଅଂଶ ଭାଙ୍ଗି ଯାଇଛି । ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ତାର ଛିଣ୍ଡି ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗଛ କଟା କାର୍ଯ୍ୟ ଜାରି ରଖିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri