ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ ରଜରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମୌସୁମୀ ଅଗ୍ରସର ହେଉ ନ ଥିବାରୁ ରାଜ୍ୟରେ ଗରମ ଗୁଳୁଗୁଳି ଅବ୍ୟାହତ ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏବେ ମାଲକାନଗିରି, କୋରାପୁଟରେ ପ୍ରବେଶ ମୌସୁମୀ ବାୟୁ ପ୍ରବେଶ କରିଥିବା ବେଳେ ଆଗାମୀ ୩/୪ ଦିନ ମଧ୍ୟରେ ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?