କାଳବୈଶାଖୀ ବିତ୍ପାତ: ଗଛ ପଡି ଜାତୀୟ ରାଜପଥ ଅବରୋଧ

ହିଞ୍ଜିଳିକାଟୁ,୧୦।୬(ଡିଏନଏ): ହିଞ୍ଜିଳିକାଟୁ ଓ ଆଖପାଖ ଅଞ୍ଚଳରେ ଶନିବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ, କୁଆପଥର ମାଡ ସହ ବଜ୍ରପାତ ହୋଇଛି। ଏହା ପ୍ରଭାବରେ ହିଞ୍ଜିଳିକାଟୁ ସହରର ଜାତୀୟ ରାଜପଥ କଡ଼ରେ ବହୁ ସ୍ଥାନରେ ଗଛ ରାସ୍ତା ଉପରେ ପଡ଼ି ବହୁ ସମୟ ପର୍ଯ୍ୟନ୍ତ ରାସ୍ତ ଅବରୋଧ ହୋଇଥିଲା। ପ୍ରବଳ ପବନ ହେବା ଯୋଗୁୁ ପ୍ରାୟ ୩ଘଣ୍ଟାରୁ ଉଦ୍ଧର୍‌ବ ସମୟ ଧରି ବିଦ୍ୟୁତ ସରବରାହ ବନ୍ଦ ରହିଥିଲା। ଗ୍ରାମାଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିବା ସହ ସଂଧ୍ୟା ସୁଦ୍ଧା କରେଣ୍ଟ ଆସିନାହିଁ। ଏଥିସହ କୁଆପଥର ମାଡରେ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବାର ଦେଖିବାକୁ ମିଳିଛି। ହିଞ୍ଜିଳିକାଟୁ ରାଜାସାହି ଓ ଆରଏମସି ଛକରେ ରାସ୍ତା ଉପରେ ପଡ଼ିଯାଇଥିବା ଗଛକୁ ଦମକଳ ବାହିନୀ ହଟାଇବା ପରେ ଯାନବାହାନ ଚଳାଚଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri