ଢେମସା, ବଜାସାଲରେ ଦୁଲୁକିଲା ମଞ୍ଚ

କୋକସରା,୧୧ା୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବର ଦ୍ବିତୀୟ ସାରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଅଧ୍ୟକ୍ଷତା କରିଥିଲେ। ନର୍ଲା ବିଧାୟିକା ମନୋରମା ମହାନ୍ତି ମୁଖ୍ୟ ଅତିଥି, ଡ. ଉମେଶ ଚନ୍ଦ୍ର ଶତପଥି ମୁଖ୍ୟ ବକ୍ତା ଓ ସିଡିଓ ଦୟାମୟ ପାଢ଼ୀ, ଧର୍ମଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ମୌଷଧି ବାଗ, ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ, ରାଜ୍ୟ ଓମ୍‌ଫେଡ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ସାଂସ୍କୃତିକ ସାରେ ସରପଞ୍ଚ ଓ ସମିତି ସଭ୍ୟ ମଞ୍ଚାସୀନ ହୋଇ ବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ସିଂଘମ ଡ୍ୟାନ୍ସ ଗ୍ରୁପର ରାଜସ୍ଥାନୀ ନୃତ୍ୟ, ଛଉ ନୃତ୍ୟ ଦିଗପହଣ୍ଡି, ସୋନପୁରର ପାର୍ବା ନୃତ୍ୟ, ଢେମଶା, ବଜାସାଲରେ ମଞ୍ଚ ଦୁଲୁକି ଉଠିଥିଲା। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଶିକ୍ଷକ ସୁଧୀର ପଣ୍ଡା, ନିଳାମ୍ବର ଦାସ, ଶିକ୍ଷୟିତ୍ରୀ ବନଜିନି ଭରଦ୍ବାଜ, ରକ୍ତଦାତା ଆକାଶ ରଣା, ଏଏନ୍‌ଏମ ଶ୍ରାବଣୀ ବଚ୍ଛା, ଆଶାକର୍ମୀ ରମଣୀ ଦଣ୍ଡସେନା, ଭଲିବଲ କୃତିତ୍ୱ ପାଇଁ ଛାତ୍ର ନରୋତ୍ତମ ପଟ୍ଟନାୟକ, ପଥର ଶିଳ୍ପୀ ଗୋବିନ୍ଦ ମାଝୀ, ସଫଳ ଚାଷି ସୁଦର୍ଶନ ପଟେଲଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri