ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭବାନୀପାଟଣା, ୩ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ପୋଲିସ ଷ୍ଟେଶନର ଇନ୍ସପେକ୍ଟର ବୀରବର ଭଗତଙ୍କୁ ମଦନପୁର ରାମପୁର ଥାନାକୁ ବଦଳି ହୋଇଛି । ମଦନପୁର ରାମପୁର ଥାନା ଅଧିକାରୀ ସୁଦର୍ଶନ ନାଏକଙ୍କୁ ଧର୍ମଗଡ ଥାନାକୁ ବଦଳି ହୋଇଛି। ଧର୍ମଗଡ ଥାନାର ଇନ୍ସପେକ୍ଟର ପ୍ରଶାନ୍ତ କୁମାର କୋଲାହରାସଙ୍କୁ ଆମପାଣି ଥାନାକୁ ବଦଳି ହୋଇଛି। କେଗାଁ ଥାନା ଇନ୍ସପେକ୍ଟର ମୁକୁନ୍ଦ ଦେବ ନାଏକଙ୍କୁ ଆମପାଣି ଥାନାକୁ ବଦଳି ନିର୍ଦ୍ଦେଶ ବାତିଲ କରାଯାଇ କେଗାଁ ଥାନାରେ ପୁନର୍ବାର ରଖାଯାଇଛି। ଆମପାଣି ଥାନାର ଇନ୍ସପେକ୍ଟରଙ୍କୁ କୋକସରା ଥାନାକୁ ବଦଳି କରାଯାଇଛି। କୋକସରା ଥାନାର ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କୁ କଳାହାଣ୍ଡି ଆଇୟୁସିଏଡବ୍ଲ୍ୟୁକୁ ବଦଳି ହୋଇଛି । ସେହିଭଳି ଜିଲା ପୋଲିସ ମୁଖ୍ୟାଳୟର ଆଇୟୁସିଏଡବ୍ଲ୍ୟୁରେ ଥିବା ଇନ୍ସପେକ୍ଟର ବିଜୟ ଲକ୍ଷ୍ମୀ ହିକୋକାଙ୍କୁ ସାଇବର ଓ ଅର୍ଥନୈତିକ ଅପରାଧ ପୋଲିସ ଷ୍ଟେଶନକୁ ବଦଳି ହୋଇଛି। କଲମପୁର ଥାନାର ଇନ୍ସପେକ୍ଟର ନିଲାମ୍ବର ଜାନିଙ୍କୁ ସାଇବର କ୍ରାଇମ ଥାନାକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri