କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର ଖମନ ପ୍ରକାଶ ନଗର , ନଦୀବ୍ରିଜ ତଳୁ ଶୁକ୍ରବାର ସକାଳରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଛି। ବଳାତ୍କାର ପରେ ତାଙ୍କୁ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି । ଯୁବତୀ ଜଣକ ଧର୍ମଗଡ ବ୍ଲକ ଜୟନ୍ତପୁର ଗ୍ରାମ କାଣ୍ଡପଡାର ଜେମାମଣି କାଣ୍ଡ (୧୯) ବୋଲି ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri