ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ୫୪ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

ଏହି ପରିପ୍ରେକ୍ଷୀରେ ଜୟପାଟଣା ବ୍ଲକ ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସମ୍ପର୍କର ସ୍ମୃତିଚାରଣ କରିଥିଲେ। ଏଥିସହିତ ଶିଶୁ ବିକାଶ,ମହିଳାଙ୍କ ସୁରକ୍ଷା, ମାଛ ଚାଷ,ଇନ୍ଦ୍ରବତୀ ଜଳସେଚନ, ଘୁମୁରା ନାଚ ଆଦି ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?