ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ଭିତରେ କଳାହାଣ୍ଡି ଜିଲାରେ ମଧ୍ୟ ଶୀତର ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି।

ଗତ କିଛିଦିନ ହେଲା ଜିଲାରେ ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଘନ କୁହୁଡି ଦେଖିବାକୁ ମିଳିଛି। ଜିଲାରେ ତାପମାତ୍ରା ୧୦ ଡିଗ୍ରୀରୁ କମ୍‌ ରହୁଥିବା ବେଳେ ଥୁଆମୂଳ ରାମପୁରରେ ତାପମାତ୍ରା ସର୍ବନିମ୍ନ ରହୁଛି। ଏଠାରେ ସକାଳୁ ବିଭନ୍ନ ସ୍ଥାନରେ ତୁଷାରପାତ ଦେଖିବାକୁ ମିଳିଛି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ କିଏ ଶୀତ ବସ୍ତ୍ର ସହ ଚାଦର ଘୋଡାଇ ହେଉଛି ତ ଆଉ କିଏ ଗାଁ ଦାଣ୍ଡରେ ନିଆଁ ଲଗାଇ ପୋଇଁ ହେଉଛନ୍ତି । ଜିଲାରେ ଖରିଫ ଧାନ କିଣା ଆରମ୍ଭ ହୋଇଥିବା ବେଳେ ଧାନ ବିକ୍ରି ଆଶାରେ ମଣ୍ଡିରେ ହାଡ଼ଭଙ୍ଗା ଶୀତ କାକରରେ ପଡିରହିଛନ୍ତି ଚାଷୀ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri