ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି କଟପ୍ପା ତଥା ସୁନୀଲ ମହାନନ୍ଦ ଯୋଗଦେଇଥିଲେ । ତାଙ୍କୁ ଓ ତାଙ୍କ ନୃତ୍ୟକୁ ଦେଖିବାକୁ ଶହ ଶହ ଦର୍ଶକ ଭିଡ଼ ଜମିଥିଲା ।

ପ୍ରକାଶ ଯେ, କଳାହାଣ୍ଡି ଜିଲା ଭବାନୀପାଟଣାର ସୁନୀଲ ରାଜ୍ୟ ଓ ରାଜ୍ୟ ବାହାରେ କଳାହାଣ୍ଡି କଟପ୍ପା ନାମରେ ପରିଚିତ । ସେ କଳାହାଣ୍ଡିର ଜନଜାତିଙ୍କ ପାରମ୍ପରିକ ବାଦ୍ୟ, ଯନ୍ତ୍ର, ଅସ୍ତ୍ରଶସ୍ତ୍ର ଧରି ନୃତ୍ୟ ପ୍ରଦର୍ଶନ କରନ୍ତି ଯାହାକି ଛୋଟ ଠାରୁ ବଡ଼ ପର୍ଯ୍ୟନ୍ତ ଏହି ନୃତ୍ୟକୁ ଅଧିକା ପସନ୍ଦ କରନ୍ତି । ଦାରିଙ୍ଗବାଡିକୁ ପ୍ରଥମଥର ପାଇଁ କଳାହାଣ୍ଡି କଟପ୍ପା ଆସୁଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି । ତାଙ୍କୁ ଦେଖିବା ପାଇଁ ଆଜି ଦାରିଙ୍ଗବାଡିରେ ପ୍ରବଳ ଭିଡ଼ ଲାଗିରହିଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଅପମିଶ୍ରିତ, ଭେଜାଲ ଖାଦ୍ୟ ହେଉଛି ପ୍ରସ୍ତୁତ, ଅଭିଯୋଗ କଲେ ଦୋକାନୀ ଦେଉଛନ୍ତି ଏଭଳି ଧମକ

ଗଞ୍ଜାମ,୯।୧(ବିଦ୍ୟାଧର ସାହୁ ): ଖାଦ୍ୟର ମାନ ଯାଞ୍ଚ ହେଉନଥିବାରୁ ଗଞ୍ଜାମ ସହରରେ ଅପମଶ୍ରିତ, ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ଅଭିଯୋଗ ହୋଇଛି । ଗଞ୍ଜାମ ସହର...

ପୋଲିସ ଗାଡ଼ିରେ ନାହିଁ ପିୟୁସି

କାକଟପୁର/ଅସ୍ତରଙ୍ଗ,୮ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପ୍ରଦୂଷଣ ସାର୍ଟିଫିକେଟ ପାଇଁ ସାଧାରଣ ଲୋକେ ହଇରାଣ ହେଉଛନ୍ତି। ଧାଡ଼ିରେ ଛିଡା ହୋଇ ସମୟ ବରବାଦ କରୁଛନ୍ତି। ଏପରିକି ଗାଡ଼ି...

ଟ୍ରମ୍ପଙ୍କୁ ଖୋଲା ଚେତାବନୀ ଦେଲେ ଖାମିନେଇ: ଆମେ ଛାଡ଼ିବୁନି…

ତେହେରାନ,୯।୧: ଇରାନରେ ବିରୋଧ ପ୍ରଦର୍ଶନ ମଧ୍ୟରେ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମିନେଇ ଆମେରିକା ଏବଂ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତି। ଖାମିନେଇ କହିଛନ୍ତି, ଆମେ...

ସୁଧୁରୁନି ବାଂଲାଦେଶ: ପୁଣି ICC ନିକଟରେ କଲା ଗୁହାରି

ନୂଆଦିଲ୍ଲୀ,୯।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେବାକୁ ଥିବା ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଏହାର ଖେଳାଳିମାନଙ୍କୁ...

କମିବନି ଭକ୍ତନିବାସ ପାର୍କିଂ ଫି: ୪ ଚକିଆ ଗାଡି ପାର୍କିଂ କଲେ ଦେବାକୁ ପଡିବ ଏତିକି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କଲେ ସ୍ପଷ୍ଟ

ପୁରୀ,୯।୧: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି,...

କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ...

ଥାନା ଘେରିଲେ ଶତାଧିକ ମହିଳା: ଗିରଫ ଆନ୍ଦୋଳନକାରୀଙ୍କୁ ଛାଡ଼ିବା ଦାବିରେ…

ମାର୍ଶାଘାଇ, ୯।୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ୫୩ ନଂ ଜାତୀୟ ରାଜପଥର କେନ୍ଦ୍ରାପଡା ଜିଲା ସିଳିପୁର ଛକରେ ଅଣ୍ଡର ପାସ ପୋଲ ଦାବିରେ ଗତ ୪ ଦିନ...

ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଝାରସୁଗୁଡ଼ା,୯ା୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ପ୍ରବଳ ଶୀତ ଲହରି ଜାରି ରହିଥିବା ବେଳେ ଗୁରୁବାର ରାତିରେ ସର୍ବନିମ୍ନ ତାପମାତ୍ରା ୪. ୬ ଡିଗ୍ରୀକୁ ଖସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri