ଶୀତ ମହୋତ୍ସବ ମଶାଲ ଶୋଭାଯାତ୍ରାରେ କଳାହାଣ୍ଡି କଟପ୍ପା, ଦେଖିବାକୁ ଶହଶହ ଦର୍ଶକଙ୍କ ଭିଡ଼

ଦାରିଙ୍ଗବାଡି, ୮/୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ସଂନ୍ଧ୍ୟାରେ ଉଦଘାଟନ ହେବାକୁ ଯାଉଛି । ଏହି ଅବସରରେ ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରୁ ମଶାଲ ବାହାରି ଶୀତ ମହୋତ୍ସବ ପଡିଆରେ ପହଞ୍ଚିଥିଲା । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି କଟପ୍ପା ତଥା ସୁନୀଲ ମହାନନ୍ଦ ଯୋଗଦେଇଥିଲେ । ତାଙ୍କୁ ଓ ତାଙ୍କ ନୃତ୍ୟକୁ ଦେଖିବାକୁ ଶହ ଶହ ଦର୍ଶକ ଭିଡ଼ ଜମିଥିଲା ।

ପ୍ରକାଶ ଯେ, କଳାହାଣ୍ଡି ଜିଲା ଭବାନୀପାଟଣାର ସୁନୀଲ ରାଜ୍ୟ ଓ ରାଜ୍ୟ ବାହାରେ କଳାହାଣ୍ଡି କଟପ୍ପା ନାମରେ ପରିଚିତ । ସେ କଳାହାଣ୍ଡିର ଜନଜାତିଙ୍କ ପାରମ୍ପରିକ ବାଦ୍ୟ, ଯନ୍ତ୍ର, ଅସ୍ତ୍ରଶସ୍ତ୍ର ଧରି ନୃତ୍ୟ ପ୍ରଦର୍ଶନ କରନ୍ତି ଯାହାକି ଛୋଟ ଠାରୁ ବଡ଼ ପର୍ଯ୍ୟନ୍ତ ଏହି ନୃତ୍ୟକୁ ଅଧିକା ପସନ୍ଦ କରନ୍ତି । ଦାରିଙ୍ଗବାଡିକୁ ପ୍ରଥମଥର ପାଇଁ କଳାହାଣ୍ଡି କଟପ୍ପା ଆସୁଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି । ତାଙ୍କୁ ଦେଖିବା ପାଇଁ ଆଜି ଦାରିଙ୍ଗବାଡିରେ ପ୍ରବଳ ଭିଡ଼ ଲାଗିରହିଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri