Odisha Elections 2024

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା, ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ, ଲାଞ୍ଚ ନେବା ମାମଲା ରହିଛି। ସେହିପରି ୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, ମାଳବିକା ଦେବୀ ସବୁଠୁ ଧନୀ। କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକାଙ୍କ ସମ୍ପତ୍ତି ୪୧ କୋଟି ୯୮ ଲକ୍ଷ।

 


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ

ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର...

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri