Posted inଜାତୀୟ

ମନ୍ତ୍ରମୁଗ୍ଧ କଲା କଳାହାଣ୍ଡିର ‘ବଜାସାଲ’ ଲୋକନୃତ୍ୟ

ନୂଆଦିଲ୍ଲୀ, ୨୬।୧: ଦିଲ୍ଲୀ ରାଜପଥରେ ଗଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟର ସଂସ୍କୃତିର ଝଲକ ଦେଖିବାକୁ ମିଳିଛି। ଚଳିତ ଥର କଳାହାଣ୍ଡିର ଲୋକନୃତ୍ୟ ‘ବଜାସାଲ’ ପରେଡରେ ସାମିଲ ହୋଇଛିି। ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ ପକ୍ଷରୁ ୮୦ ଜଣିଆ ନୃତ୍ୟଦଳ ରାଜପଥରେ ମାଦଳର ତାଳେତାଳେ ବଜାସାଲ ନୃତ୍ୟ ପରିବେଷଣ କରିଛନ୍ତି। ଏହା ଦେଖଣାହାରୀଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲା। ଗଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟର ୧୮ଟି ପ୍ରଜ୍ଞାପନ ମେଢ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri