ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ ଅନ୍ଵେଷା ଦ୍ଵିତୀୟ ରନର୍ସ ଅପ୍ ହେବା ସହ ଟେଲେଣ୍ଟ କ୍ରାଫ୍ଟ ହାସଲ କରି ଚମକିଛନ୍ତି । ଭୁବନେଶ୍ବର ଏଚଏଚଆଇ ହୋଟେଲରେ ଅନୁଷ୍ଠିତ ଚଳିତ ବର୍ଷର ଗ୍ଲାମ୍ ଇଣ୍ଡିଆ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଆୟାନା ରାଉତରାୟ ଏବଂ ଜ୍ୟୋତି ରାଉତରାୟଙ୍କ ଦ୍ବାରା ଆୟୋଜିତ ଏହି ପ୍ରତିଯୋଗିତାରେ ଆନ୍ତର୍ଜାତୀୟ ଫେସନ କୋଚ୍ ଲିୟନ ପ୍ରିନ୍ସ, ପୂର୍ବତନ ମିସ୍ ଓଡ଼ିଶା ଦିଗ୍ଧଦର୍ଶୀ ମିଶ୍ର, ଫେମିନା ମିସ୍, ଓଡ଼ିଶା ଫେମ୍ ମିସ୍ କେ ଆର ସନ୍ତୋସିନୀ,ପ୍ରଖ୍ୟାତ ଡିଜାଇନର ଜିତ୍ ଜଗଜିତ ପ୍ରମୁଖ ଜୁରି ଭାବେ ଯୋଗ ଦେଇଥିଲେ। ସେହିପରି ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଶିବାନୀ ସଙ୍ଗୀତା ଏବଂ ପ୍ରଖ୍ୟାତ ନୃତ୍ୟଶିଳ୍ପୀ ଶାଶ୍ବତ ଯୋଶୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଭବାନୀପାଟଣା ଟିପିଡବ୍ଲୁଓଡିଏଲର ବରିଷ୍ଠ ଅଧିକାରୀ ମନୋଜ ମିଶ୍ର ଏବଂ ଅମିତା ଦାସଙ୍କ ଝିଅ ଅନ୍ଵେଷା ଏହା ପୂର୍ବରୁ ଏକାଧିକ ଫେଶନ୍ ସୋ’ରେ କୃତିତ୍ୱ ହାସଲ କରିଛନ୍ତି। ଏହି ସଫଳତା ପାଇଁ ଅନ୍ଵେଷାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri