ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ ଶାସ୍ତ୍ରୀୟ ନୃତ୍ୟ ମଧ୍ୟରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ସ୍ଥାନ ପାଇଛି। ଏହି କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ପ୍ରତିଭା ଅନୁଷ୍ଠାନର ୩୫ ଜଣ କଳାକାର ସ୍ଥାନ ପାଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ପ୍ରତିଭାର ସଭାପତି ଧ୍ୟାନାନନ୍ଦ ପଣ୍ଡା। ଏହି ଖବର ପ୍ରଚାରିତ ହେବା ପରେ ଜିଲାବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri