Advertisement
Posted inଜାତୀୟ

ଡ. ଏନ୍‌ କଲାଇସେଲ୍‌ଭି ସିଏସ୍‌ଆଇଆର୍‌ର ପ୍ରଥମ ମହିଳା ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୭ା୮: ଇଲୋକ୍ଟ୍ରୋକେମିକାଲ ପାଓ୍ବାର ସିଷ୍ଟମ ଉପରେ ୨୫ ବର୍ଷରୁ ଅଧିକ ଗବେଷଣା ପାଇଁ ଜଣାଶୁଣା ବୈଜ୍ଞାନିକ ଡକ୍ଟର ଏନ୍‌ କଲାଇସେଲ୍‌ଭିଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରାଯାଇଛି। କାଉନ୍‌ସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍‌ଆଇଆର)ର ମହାନିର୍ଦ୍ଦେଶକ ଭାବେ ସେ ନିଯୁକ୍ତ ହୋଇଛନ୍ତି। ଯିଏ କି ସିଏସ୍‌ଆଇଆର୍‌ର ପ୍ରଥମ ମହିଳା ମହାନିର୍ଦ୍ଦେଶକ। ଏହା ବ୍ୟତୀତ ତାଙ୍କୁ ଡିପାର୍ଟମେଣ୍ଟ ଅଫ୍‌ ସାଇଣ୍ଟିଫିକ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚର ସଚିବ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। କଲାଇସେଲ୍‌ଭି ଏପ୍ରିଲରେ ଅବସର ନେଇଥିବା ଶେଖର ମାଣ୍ଡେଙ୍କ ସ୍ଥାନ ନେବେ। ମାଣ୍ଡେଙ୍କ ଅବସର ପରେ ବାୟୋଟେକ୍ନୋଲୋଜି ବିଭାଗର ସଚିବ ରାଜେଶ ଗୋଖଲେଙ୍କୁ ଅତିରିକ୍ତ ମହାନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ

ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ...

ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ପାଇଁ ଭାଜପାଠାରୁ କଂଗ୍ରେସ ଅଧିକ ଦାୟୀ: ମାୟାବତୀ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନେ ଭିଟାମାଟିକୁ ଫେରିବାରେ ବହୁ...

ପୁରୁଷ ଦର୍ଜି ନେଲେ ମହିଳା ପୋଲିସଙ୍କ ପୋଷାକ ମାପ, ମହିଳା ଆୟୋଗର ଆପତ୍ତି…

ହାଇଦ୍ରାବାଦ୍‌, ୮।୨ : ଆନ୍ଧ୍ରପ୍ରଦେଶରେ ପୁରୁଷ ଦର୍ଜି ମହିଳା ପୋଲିସଙ୍କ ପୋଷାକ ମାପ ନେବା ମାମଲା ସାମ୍ନାକୁ ଆସିଛି। ଇତିମଧ୍ୟରେ ଏହା ଫଟୋ ସୋସିଆଲ ମିଡ଼ିଆରେ...

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଭାଜପାର ମାଷ୍ଟରଷ୍ଟ୍ରୋକ୍‌, ଭୋଳା ବାବାଙ୍କ ଦରବାରରେ ଯୋଗୀଙ୍କ କ୍ୟାବିନେଟ ହେବ ହାଜର

ଲକ୍ଷ୍ନୌ,୬ ।୧୨: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଶାସନ ଭାର ସମ୍ଭାଳିବାକୁ ସବୁ...

କେରନ୍‌ ସେକ୍ଟରରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ସୈନ୍ୟଙ୍କ ଭିଡ଼ିଓ ଜାରି

ଶ୍ରୀନଗର,୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କରିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପାକିସ୍ତାନ ସୈନ୍ୟ ବିଭାଗ...

ଗେଷ୍ଟହାଉସ୍‌ରେ ପହଞ୍ଚିଲେ ରକୁଲପ୍ରୀତ୍‌ ସିଂ

ମୁମ୍ବାଇ,୨୫।୯: ଡ୍ରଗ୍ସ ମାମଲାରେ ଅନେକ ବଲିଉଡ ସେଲିବ୍ରିଟିଙ୍କ ନାମ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ତଦନ୍ତ ତ୍ୱରାନ୍ବିତ କରିଛି। ଏହି ମାମଲାରେ ଏନସିବି...

ରାଜସ୍ଥାନ: ମନ୍ତ୍ରୀ ବନୱର ଲାଲ ମେଘୱାଲଙ୍କ ପରଲୋକ

ଜୟପୁର,୧୬।୧୧- ରାଜସ୍ଥାନ ସରକାରରେ ମନ୍ତ୍ରୀ ଥିବା ବନୱର ଲାଲ ମେଘୱାଲଙ୍କ ସୋମବାର ପରଲୋକ ଘଟିଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

Advertisement
Archives

Model This Week